ETV Bharat / city

Odisha Covid Cases: ରାଜ୍ୟରେ ନୂଆ 207 ସଂକ୍ରମିତ ଚିହ୍ନଟ - ନୂଆ କୋରୋନା ପଜିଟିଭ

ଗତ 24 ଘଣ୍ଟାରେ ରାଜ୍ୟରେ ଆଉ 207 ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ

Odisha Covid Cases: ରାଜ୍ୟରେ ନୂଆ 207 ସଂକ୍ରମିତ ଚିହ୍ନଟ

author img

By

Published : Sep 18, 2022, 10:33 AM IST

ଭୁବନେଶ୍ବର: ରାଜ୍ୟରେ କମୁଛି ବଢୁଛି କୋରୋନା ଦୈନିକ ସଂକ୍ରମଣ । ଗତ 24 ଘଣ୍ଟାରେ ରାଜ୍ୟରେ ଆଉ 207 ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି (Odisha Reports 207 new Covid Cases) । ନୂଆ ସଂକ୍ରମିତଙ୍କ ମଧ୍ୟରୁ 121 ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ 86 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ 37 କିଶୋର ଆକ୍ରାନ୍ତ ହୋଇଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବରରୁ 11, ବରଗଡରୁ 5, ବଲାଙ୍ଗୀରରୁ 6, କଟକରୁ 15, ଦେବଗଡରୁ 4, ଗଜପତିରୁ 2, ଗଞ୍ଜାମରୁ 2, ଜଗତସିଂହପୁରରୁ 4, ଯାଜପୁରରୁ 1, ଝାରସୁଗୁଡାରୁ 1, କଳାହାଣ୍ଡିରୁ 8, କନ୍ଧମାଳରୁ 1, କେନ୍ଦ୍ରାପଡାରୁ 6, କେନ୍ଦୁଝରରୁ 1, ଖୋର୍ଦ୍ଧାରୁ 57 ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ମୟୂରଭଞ୍ଜରୁ 5, ନବରଙ୍ଗପୁରରୁ8,ନୟାଗଡରୁ 5, ନୂଆପଡାରୁ 2, ପୁରୀରୁ 11, ରାୟଗଡାରୁ 6, ସମ୍ବଲପୁରରୁ 7, ସୋନପୁରରୁ 3, ସୁନ୍ଦରଗଡରୁ 24 ଓ ଷ୍ଟେଟପୋଲରୁ 12 ଜଣ ସଂକ୍ରମିତ ହୋଇଛନ୍ତି ।

ଏହା ବି ପଢନ୍ତୁ... ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 13 ଲକ୍ଷ 31 ହଜାର 795ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ 1609 ସକ୍ରିୟ ମାମଲା ରହିଛି । ନୂଆ 228 ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ସମୁଦାୟ 13 ଲକ୍ଷ 20 ହଜାର 945 ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା 3,33,24, 588 କୋରୋନା ପରୀକ୍ଷା କରାଯାଇଛି । ବର୍ତ୍ତମାନ ରାଜ୍ୟରେ ଆଗ ଅପେକ୍ଷା ସଂକ୍ରମଣ କମିଛି । ଯାହା ରାଜ୍ୟବାସୀଙ୍କୁ ଆଶ୍ବସ୍ତି ଦେଇଛି । ହେଲେ ସତର୍କତା ଅବଲମ୍ବନ ନ କଲେ ପୁଣି ବିପଦ କଡ ଲେଉଟାଇପାରେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.