ETV Bharat / city

Odisha Corona Report: ଦିନକରେ 22 ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୮୨୩ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona Report:  ଦିନକରେ 22 ପଜିଟିଭ ଚିହ୍ନଟ
Odisha Corona Report: ଦିନକରେ 22 ପଜିଟିଭ ଚିହ୍ନଟ
author img

By

Published : Apr 8, 2022, 9:46 AM IST

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୨୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୪ କିଶୋର କିଶୋରୀ ରହିଥିବା ବେଳେ ୧୪ କ୍ବାରେଣ୍ଟାଇନ ସେଣ୍ଟର ଓ ୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବରରୁ ୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୨, କଟକ ୪, ଗଜପତିରୁ୧, ଯାଜପୁରରୁ ୧, ଖୋର୍ଦ୍ଧାରୁ ୪, ନୂଆପଡାରୁ ୧, ସମ୍ବଲପୁରରୁ ୪, ସୋନପୁରରୁ ୧, ସୁନ୍ଦରଗଡରୁ ୧ ଓ ଷ୍ଟେଟ ପୁଲରୁ ୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୮୨୩ରେ ପହଞ୍ଚିଛି ।

ବର୍ତ୍ତମାନ ରାଜ୍ୟରେ ୨୦୮ ସକ୍ରିୟ ମାମଲା ରହିଛି । ନୂଆ ୨୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୮ ହଜାର ୪୪୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.