ETV Bharat / city

State Corona Report; ଦିନକରେ ୨୨୯ ପଜିଟିଭ ଚିହ୍ନଟ, ୨୯ ଶିଶୁ ସଂକ୍ରମିତ - odisha corona report

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୨୯ କୋରୋନା ପଜିଟିଭ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୩୧୭ରେ ପହଞ୍ଚିଛି । ଅଧିକ ପଢନ୍ତୁ

ଦିନକରେ ୨୨୯ କୋରୋନା ଆକ୍ରାନ୍ତ ଚିହ୍ନଟ, ୨୯ ଶିଶୁ ସଂକ୍ରମିତ

author img

By

Published : Nov 18, 2021, 10:11 AM IST

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୨୯ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୯ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୧୩୩ ଜଣ ଥିବାବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୩ ଜଣ ଥିବାବେଳେ ଅନୁଗୋଳରୁ ୧, ବାଲେଶ୍ବରରୁ ୬, ଭଦ୍ରକରୁ ୩, ବଲାଙ୍ଗୀରରୁ ୧, କଟକରୁ ୧୮, ଦେବଗଡରୁ ୧, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୨, ଯାଜପୁରରୁ ୬, ଝାରସୁଗୁଡାରୁ ୨, କେନ୍ଦ୍ରାପଡ଼ାରୁ ୪, କୋରାପୁଟରୁ ୩, ମୟୂରଭଞ୍ଜରୁ ୧୧, ନୟାଗଡରୁ ୧, ପୁରୀରରୁ ୩, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୮ ଏବଂ ଷ୍ଟେଟ ପୁଲ୍‌ରୁ ୨୮ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୩୧୭ରେ ପହଞ୍ଚିଛି । ମୋଟ ଆକ୍ଟିଭ କେସ ୧ହଜାର ୬୧୬ ରହିଥିବା ସୂଚନା ମିଳିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.