ETV Bharat / city

Odisha Corona: ଆଜି 231 ପଜିଟିଭ ଚିହ୍ନଟ - ଓଡିଶାରେ କୋରୋନା ସଂକ୍ରମଣ

ଗତ 24 ଘଣ୍ଟାରେ ରାଜ୍ୟରେ ଆଉ 231 ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ

Odisha Corona: ଆଜି 231 ପଜିଟିଭ ଚିହ୍ନଟ
Odisha Corona: ଆଜି 231 ପଜିଟିଭ ଚିହ୍ନଟ
author img

By

Published : Jul 2, 2022, 9:21 AM IST

ଭୁବନେଶ୍ବର: ପୁଣି ମାଡିଲାଣି ମହାମାରୀ । ଦୀର୍ଘ ଦିନ ପରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି । ଯାହା ଚିନ୍ତାର କାରଣ ହୋଇଛି । ଗତ 24 ଘଣ୍ଟାରେ ରାଜ୍ୟରେ ଆଉ 231 ଜଣ ନୂଆ କୋରୋନା (COVID-19) ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 135 ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ 96 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ 30 ଜଣ କିଶୋର ଆକ୍ରାନ୍ତ ହୋଇଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ 99 ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ 13, ଭଦ୍ରକରୁ 5, କଟକରୁ 35, ବଲାଙ୍ଗୀରରୁ 1, ଦେବଗଡରୁ 3, ଜଗତସିଂହପୁରରୁ 2, ଯାଜପୁରରୁ 2, ଝାରସୁଗୁଡାରୁ 1, କଳାହାଣ୍ଡିରୁ 1, ମାଲକାନଗିରିରୁ 1, ମୟୂରଭଞ୍ଜରୁ 1, ନୂଆପଡାରୁ 8, ପୁରୀରୁ 5, ରାୟଗଡାରୁ 1, ସମ୍ବଲପୁରରୁ 10, ସୋନପୁରରୁ 6, ସୁନ୍ଦରଗଡରୁ 12 ଓ ଷ୍ଟେଟପୁଲରୁ 25 ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ 90 ହଜାର 192ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ 1035 ସକ୍ରିୟ ମାମଲା ରହିଛି । ନୂଆ 68 ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ 12 ଲକ୍ଷ 79 ହଜାର 978 ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.