ETV Bharat / city

Odisha corona report; ଆଉ ୨୪୭ ପଜିଟିଭ ଚିହ୍ନଟ, ୩୭ ଶିଶୁ ଆକ୍ରାନ୍ତ - କୋରୋନା

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୭ କୋରୋନା ପଜିଟିଭ ଚିହ୍ନଟ । ୩୭ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ । ଅଧିକ ପଢନ୍ତୁ...

ଦିନକରେ ୨୪୭ କୋରୋନା ପଜିଟିଭ ଚିହ୍ନଟ , ୩୭ ଶିଶୁ ଆକ୍ରାନ୍ତ

author img

By

Published : Nov 13, 2021, 10:46 AM IST

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୭ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୧୪୪ ଜଣ ଥିବାବେଳେ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୧୫ଜଣ ଥିବାବେଳେ ବାଲେଶ୍ବରରୁ ୨, ବରଗଡରୁ ୧, ଭଦ୍ରକରୁ ୨, କଟକରୁ ୨୨, ଦେବଗଡରୁ ୭, ଢେଙ୍କାନାଳରୁ ୨, ଗଜପତିରୁ ୨, ଜଗତସିଂହପୁରରୁ୯, ଯାଜପୁରରୁ ୮, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୭, କୋରାପୁଟରୁ ୩, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୧୨, ପୁରୀରୁ ୨, ରାୟଗଡାରୁ ୧, ସମ୍ବଲପୁରରୁ ୧୩, ସୁନ୍ଦରଗଡ଼ରୁ ୮ ଏବଂ ଷ୍ଟେଟପୁଲ୍‌ରୁ ୨୬ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୨୦୯ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.