ETV Bharat / city

Odisha Corona Report: ଦିନକରେ ଚିହ୍ନଟ ହେଲେ ୨୫୫ ଆକ୍ରାନ୍ତ

author img

By

Published : Dec 8, 2021, 10:22 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୫ କୋରୋନା ପଜିଟିଭ ଚିହ୍ନଟ ( odisha corona cases) । ଅଧିକ ପଢନ୍ତୁ

Odisha Corona Report: ଦିନକରେ ଚିହ୍ନଟ ହେଲେ ୨୫୫ ଆକ୍ରାନ୍ତ
Odisha Corona Report: ଦିନକରେ ଚିହ୍ନଟ ହେଲେ ୨୫୫ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ବଢୁଛି କମୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୫ କୋରୋନା ପଜିଟିଭ ଚିହ୍ନଟ ( odisha corona cases) ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୪ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ରହିଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୧୫୨ ଓ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୧୦୬ ଜଣ ଥିବାବେଳେ ଅନୁଗୋଳରୁ ୧୪, ଭଦ୍ରକରୁ ୨, ବଲାଙ୍ଗୀରରୁ ୨ , କଟକରୁ ୧୨, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧, ଯାଜପୁରରୁ ୧୬, ଝାରସୁଗୁଡାରୁ ୨, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୧, ମୟୂରଭଞ୍ଜରୁ ୨୨, ନୟାଗଡରୁ ୧, ପୁରୀରୁ ୪, ସମ୍ବଲପୁରରୁ ୧୯, ସୁନ୍ଦରଗଡରୁ ୧୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଷ୍ଟେଟପୁଲ୍‌ ସଂଖ୍ୟା ୨୫ ରହିଛି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା 10, 50,760ରେ ପହଞ୍ଚିଛି । ସେହିପରି ଏଯାବତ୍ ମୋଟ 10,40,139 ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବର୍ତ୍ତମାନ କେବଳ 2,142ଟି ସକ୍ରିୟ ମାମଲା ରହିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.