ETV Bharat / city

Odisha Corona Report: ଦିନକରେ ୭ ପଜିଟିଭ ଚିହ୍ନଟ - ଓଡିଶା କୋରୋନା ସଂକ୍ରମଣ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ କୋରୋନା ପଜିଟିଭ ଚିହ୍ନଟ । ବର୍ତ୍ତମାନ ରାଜ୍ୟରେ ୯୦ସକ୍ରିୟ ମାମଲା ରହିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୭ ପଜିଟିଭ ଚିହ୍ନଟ

author img

By

Published : May 3, 2022, 10:52 AM IST

ଭୁବନେଶ୍ବର: ରାଜ୍ୟରେ ତଳ ମୁହାଁ କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଶିଶୁ ରହିଛନ୍ତି । ୪ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବାବେଳେ ଓ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩, ରାୟଗଡାରୁ ୧, ସମ୍ବଲପୁରରୁ ୨ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୭୫ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୯୦ସକ୍ରିୟ ମାମଲା ରହିଛି । ନୂଆ ୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ୧୨ ଲକ୍ଷ ୭୮ ହଜାର ୮୦୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.