ETV Bharat / city

Odisha Corona Report: ଦିନକରେ ୭୯ ପଜିଟିଭ ଚିହ୍ନଟ - ଓଡିଶା କୋରୋନା ଖବର

ରାଜ୍ୟରେ ପୁଣି ୧୦୦ ତଳକୁ ଖସିଲା କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭୯ କୋରୋନା ପଜିଟିଭ ଚିହ୍ନଟ । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୭୯ ପଜିଟିଭ ଚିହ୍ନଟ

author img

By

Published : Mar 18, 2022, 9:55 AM IST

ଭୁବନେଶ୍ବର: ରାଜ୍ୟରେ ପୁଣି ୧୦୦ ତଳକୁ ଖସିଲା କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭୯ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୯ କିଶୋର କିଶୋରୀ ରହିଥିବା ବେଳେ ୪୬ କ୍ବାରେଣ୍ଟାଇନ ସେଣ୍ଟର ଓ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ଟି ମାମଲା ରହିଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ବରରୁ ୫, ଭଦ୍ରକରୁ ୧, ବଲାଙ୍ଗୀରରୁ ୬, ବୌଦ୍ଧରୁ ୧, କଟକରୁ ୨, ଗଜପତିରୁ ୮, ଗଞ୍ଜାମରୁ ୧୧, ଜଗତସିଂହପୁରରୁ ୨ ଯାଜପୁରରୁ ୬, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି କୋରାପୁଟରୁ ୩, ମୟୂରଭଞ୍ଜରୁ ୧, ସମ୍ବଲପୁରରୁ ୬, ସୁନ୍ଦରଗଡରୁ ୯ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭,୦୩୬ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.