ETV Bharat / city

Odisha Corona Report: ଦିନକରେ ୮୬ ସଂକ୍ରମିତ ଚିହ୍ନଟ - ଓଡିଶା କୋରୋନା ସଂକ୍ରମଣ

ରାଜ୍ୟରେ ୧୦୦ ତଳକୁ ଖସିଲା କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୮୬ କୋରୋନା ପଜିଟିଭ ଚିହ୍ନଟ । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୮୬ ସଂକ୍ରମିତ ଚିହ୍ନଟ

author img

By

Published : Mar 13, 2022, 9:52 AM IST

ଭୁବନେଶ୍ବର: ରାଜ୍ୟରେ ୧୦୦ ତଳକୁ ଖସିଲା କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୮୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨୩ କିଶୋର କିଶୋରୀ ରହିଥିବା ବେଳେ ୫୦ କ୍ବାରେଣ୍ଟାଇନ ସେଣ୍ଟର ଓ ୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨ଟି ମାମଲା ରହିଥିବା ବେଳେ ବାଲେଶ୍ବରରୁ ୪ , ବଲାଙ୍ଗୀରରୁ ୬, ବୌଦ୍ଧରୁ ୧, କଟକରୁ ୫, ଗଜପତିରୁ ୯, ଗଞ୍ଜାମରୁ ୧, ଜଗତସିଗହପୁରରୁ୧, ଯାଜପୁରରୁ ୩, ଝାରସୁଗୁଡାରୁ ୧, କନ୍ଧମାଳରୁ ୨, କେନ୍ଦ୍ରାପଡାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି କୋରାପୁଟରୁ ୩, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୬, ନବରଙ୍ଗପୁରରୁ ୬, ରାୟଗଡା ୧, ସମ୍ବଲପୁରରୁ ୧୫, ସୁନ୍ଦରଗଡରୁ ୧୪ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬,୬୨୬ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.