ETV Bharat / city

Odisha Corona Report: ଦିନକରେ 9 ପଜିଟିଭ ଚିହ୍ନଟ

author img

By

Published : Apr 21, 2022, 9:43 AM IST

ରାଜ୍ୟରେ ଗତ 24 ଘଣ୍ଟାରେ 9 କୋରୋନା ପଜିଟିଭ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ 87 ହଜାର 968ରେ ପହଞ୍ଚିଛି ।

Odisha Corona Report: ଦିନକରେ 9 ପଜିଟିଭ ଚିହ୍ନଟ
Odisha Corona Report: ଦିନକରେ 9 ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ ରହିଛି କୋରୋନାର ଦୈନିକ ସଂକ୍ରମଣ । ଗତ 24 ଘଣ୍ଟାରେ 9 କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 1 ଶିଶୁ ରହିଥିବା ବେଳେ 5 କ୍ବାରେଣ୍ଟାଇନ ସେଣ୍ଟର ଓ 4 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କଟକରୁ 2, କେନ୍ଦ୍ରାପଡାରୁ 1, ଖୋର୍ଦ୍ଧାରୁ 2, ସମ୍ବଲପୁରରୁ 1 ଓ ଷ୍ଟେଟପୁଲରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ 87 ହଜାର 968ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ 104 ସକ୍ରିୟ ମାମଲା ରହିଛି । ନୂଆ 15 ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ 12 ଲକ୍ଷ 78 ହଜାର 968 ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା 31122559 କୋରୋନା ପରୀକ୍ଷା କରାଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.