ETV Bharat / city

Odisha Corona: ଖସୁଛି ସଂକ୍ରମଣ, ଦିନକରେ ୮୮୪୫ ପଜିଟିଭ

author img

By

Published : Jan 22, 2022, 9:21 AM IST

୨୪ ଘଣ୍ଟାରେ ୮ ହଜାର ୮୪୫କୋରୋନା ପଜିଟିଭ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୧,୯୬, ୧୪୦ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୮,୮୪୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମୁଛି କୋରୋନା ସଂକ୍ରମଣ । ୨୪ ଘଣ୍ଟାରେ ୮ ହଜାର ୮୪୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୯୨୭ କିଶୋର କିଶୋରୀ ରହିଥିବା ବେଳେ ୫୧୨୮ କ୍ବାରେଣ୍ଟାଇନ ସେଣ୍ଟର ଓ ୩୭୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୨୮ଟି ମାମଲା ରହିଥିବା ବେଳେ ଅନୁଗୋଳରୁ ୧୬୦, ବାଲେଶ୍ବରରୁ ୨୯୦, ବରଗଡରୁ ୧୪୧, ଭଦ୍ରକରୁ ୧୧୭, ବଲାଙ୍ଗୀରରୁ ୨୩୨, ବୌଦ୍ଧରୁ ୯୩, କଟକରୁ ୬୨୮, ଦେବଗଡରୁ ୫୫, ଢେଙ୍କାନାଳରୁ ୧୦୦, ଗଜପତିରୁ ୯୨ , ଗଞ୍ଜାମରୁ ୫୩, ଜଗତସିଂହପୁରରୁ ୧୮୦, ଯାଜପୁରରୁ ୨୦୯, ଝାରସୁଗୁଡାରୁ ୧୪୪, କଳାହାଣ୍ଡିରୁ ୨୩୯, କନ୍ଧମାଳରୁ ୧୦୯, କେନ୍ଦ୍ରାପଡାରୁ ୯୨, କେନ୍ଦୁଝରରୁ ୧୧୦, କୋରାପୁଟରୁ ୨୦୩, ମାଲକାନଗିରିରୁ ୫୦, ମୟୂରଭଞ୍ଜରୁ ୧୫୨, ନବରଙ୍ଗପୁରରୁ ୧୮୭, ନୟାଗଡରୁ ୨୯୪, ନୂଆପଡାରୁ ୨୦୫, ପୁରୀରୁ ୧୬୫, ରାୟଗଡାରୁ ୨୨୧, ସମ୍ବଲପୁରରୁ ୧୮୧, ସୋନପୁରରୁ ୨୦୭, ସୁନ୍ଦରଗଡରୁ ୧୦୦୧ ଓ ଷ୍ଟେଟପୁଲରୁ ୫୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୧,୯୬, ୧୪୦ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.