ETV Bharat / city

Odisha Corona Report: ଦିନକରେ ୨୬୦୩ ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟାରେ ୨ହଜାର ୬୦୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୬୪,୭୦୫ରେ ପହଞ୍ଚିଛି । ଅଧିକ ପଢନ୍ତୁ

Odisha Corona Report: ଦିନକରେ ୨୬୦୩  ସଂକ୍ରମିତ ଚିହ୍ନଟ
Odisha Corona Report: ଦିନକରେ ୨୬୦୩ ସଂକ୍ରମିତ ଚିହ୍ନଟ
author img

By

Published : Feb 5, 2022, 10:01 AM IST

ଭୁବନେଶ୍ବର: ରାଜ୍ୟରେ ଧିରେ ଧିର ତଳମୁହାଁ ହେଉଛି କୋରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୨ହଜାର ୬୦୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩୪୯ କିଶୋର କିଶୋରୀ ରହିଥିବା ବେଳେ ୧୫୨୧କ୍ବାରେଣ୍ଟାଇନ ସେଣ୍ଟର ଓ ୧୦୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୪ଟି ମାମଲା ରହିଥିବା ବେଳେ ଅନୁଗୋଳରୁ ୧୦୨, ବାଲେଶ୍ବରରୁ ୪୮, ବରଗଡରୁ ୫୧, ଭଦ୍ରକରୁ ୩୭, ବଲାଙ୍ଗୀରରୁ ୬୦, ବୌଦ୍ଧରୁ ୩୭, କଟକରୁ ୨୦୫, ଦେବଗଡରୁ ୨୧, ଢେଙ୍କାନାଳରୁ ୬୪, ଗଜପତିରୁ ୬୪, ଗଞ୍ଜାମରୁ ୮୫, ଜଗତସିଂହପୁରରୁ ୬୦, ଯାଜପୁରରୁ ୧୩୩, ଝାରସୁଗୁଡାରୁ ୫୭, କଳାହାଣ୍ଡିରୁ ୬୦, କନ୍ଧମାଳରୁ ୨୬, କେନ୍ଦ୍ରାପଡାରୁ ୬୩, କେନ୍ଦୁଝରରୁ ୪୩, କୋରାପୁଟରୁ ୯୪, ମାଲକାନଗିରିରୁ୧୯, ମୟୂରଭଞ୍ଜରୁ ୧୦୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ନବରଙ୍ଗପୁରରୁ ୬୨, ନୟାଗଡରୁ ୬୭, ନୂଆପଡାରୁ ୮୭, ପୁରୀରୁ ୪୧, ରାୟଗଡାରୁ ୬୧, ସମ୍ବଲପୁରରୁ ୮୮, ସୋନପୁରରୁ ୧୬, ସୁନ୍ଦରଗଡରୁ ୨୦୪ ଓ ଷ୍ଟେଟପୁଲରୁ ୧୦୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୬୪,୭୦୫ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.