ETV Bharat / city

ଖୁବଶୀଘ୍ର ପୌର ନିର୍ବାଚନ ବିଗୁଲ

author img

By

Published : Feb 23, 2022, 10:03 PM IST

ପୌର ନିର୍ବାଚନ ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଖୁବଶୀଘ୍ର ଘୋଷଣା ହୋଇପାରେ ପୌର ନିର୍ବାଚନ ତାରିଖ । ନିର୍ବାଚନ ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି । ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଧିକ ପଢନ୍ତୁ

ଖୁବଶୀଘ୍ର ପୌର ନିର୍ବାଚନ ବିଗୁଲ
ଖୁବଶୀଘ୍ର ପୌର ନିର୍ବାଚନ ବିଗୁଲ

ଭୁବନେଶ୍ବର: ପୌର ନିର୍ବାଚନ ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଖୁବଶୀଘ୍ର ଘୋଷଣା ହୋଇପାରେ ପୌର ନିର୍ବାଚନ ତାରିଖ । ନିର୍ବାଚନ ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି । ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଖୁବଶୀଘ୍ର ପୌର ନିର୍ବାଚନ ବିଗୁଲ
ଖୁବଶୀଘ୍ର ପୌର ନିର୍ବାଚନ ବିଗୁଲ

ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଅବଗତ କରିଛନ୍ତି ସରକାର । ଏହାସହ 3 ମହାନଗର ନିଗମ ଓ 107 ପୌରାଞ୍ଚଳରେ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଛି । କଟକ, ଭୁବନେଶ୍ବର ଓ ବ୍ରହ୍ମପୁର ମହାନଗର ନିଗମରେ ହେବ ପୌର ନିର୍ବାଚନ ।

ସେହିପରି ଅନ୍ୟ 107 ମ୍ୟୁନିସିପାଲଟି ଓ ଏନଏସି ନିର୍ବାଚନ ପାଇଁ ନିର୍ବାଚନ ହେବ । ଏ ନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.