ETV Bharat / city

ଗବେଷଣା ସଂସ୍କୃତିକୁ ଆଗେଇ ନେବା ପାଇଁ ସରକାରଙ୍କ ନୂଆ ଯୋଜନା

author img

By

Published : Jun 2, 2021, 6:16 AM IST

ରାଜ୍ୟରେ ଉଚ୍ଚଶିକ୍ଷା ଗବେଷଣାକୁ ଅଧିକ ବ୍ୟାପକ ଏବଂ ଗବେଷଣା ସଂସ୍କୃତିକୁ ଆଗେଇ ନେବା ଦିଗରେ ଓଡ଼ିଶା ବିଶ୍ବବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀବରଣ ପ୍ରୋତ୍ସାହନ ଯୋଜନା ଏକ ସମୟୋପଯୋଗୀ ପଦକ୍ଷେପ । ଅଧିକ ପଢନ୍ତୁ...

Odisha University Research and Innovation Promotion Scheme
ଓଡିଶା ବିଶ୍ବବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା, ରାଜ୍ୟରେ ଗବେଷଣା ସଂସ୍କୃତିକୁ ବ୍ୟାପକ କରିବ: ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଓଡିଶା ବିଶ୍ବବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା , ରାଜ୍ୟରେ ଗବେଷଣା ସଂସ୍କୃତିକୁ ବ୍ୟାପକ କରିବ ବୋଲି କହିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ଡ.ଅରୁଣ କୁମାର ସାହୁ ।

ରାଜ୍ୟରେ ଉଚ୍ଚଶିକ୍ଷା ଗବେଷଣାକୁ ଅଧିକ ବ୍ୟାପକ ଏବଂ ଗବେଷଣା ସଂସ୍କୃତିକୁ ଆଗେଇ ନେବା ଦିଗରେ ଓଡ଼ିଶା ବିଶ୍ବବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା ଏକ ସମୟୋପଯୋଗୀ ପଦକ୍ଷେପ । ରାଜ୍ୟରେ ଉଚ୍ଚଶିକ୍ଷା ଗବେଷଣାକୁ ଅଧିକ ବ୍ୟାପକ ଏବଂ ଗବେଷଣା ସଂସ୍କୃତିକୁ ଆଗେଇ ନେବା ଦିଗରେ ଓଡ଼ିଶା ବିଶ୍ବବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା ଏକ ସମୟୋପଯୋଗୀ ପଦକ୍ଷେପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଦୂରଦୃଷ୍ଟି ସଂପନ୍ନ ପଦକ୍ଷେପ ଯୁବକଯୁବତୀଙ୍କୁ ଅଧିକ ଦକ୍ଷ କରି ଗଢ଼ିତୋଳିବା ସହିତ ସେମାନଙ୍କର ଗବେଷଣା ଉକ୍ତ ଜ୍ଞାନରେ ଉନ୍ନତି ଆଣିବାରେ ସହାୟକ ହୋଇପାରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ କହିଛନ୍ତି ।

ମଙ୍ଗଳବାର ଆୟୋଜିତ ଏକ ଭର୍ଚ୍ଚୁଆଲ ବୈଠକରେ ମନୋନୀତ ରିସର୍ଚ୍ଚ ସ୍କଲାରଙ୍କ ସହିତ ଆଲୋଚନା କରିବା ଅବସରରେ ମନ୍ତ୍ରୀ ଡ. ସାହୁ କହିଥିଲେ ଯେ ମାନବ ସମାଜ ଦିନକୁ ଦିନ ନୂଆ ନୂଆ ଆହ୍ବାନର ସମ୍ମୁଖୀନ ହୋଇଛି । ୧୨ଟି ସାମାଜିକ ବିଜ୍ଞାନ, ୨ଟି ବାଣିଜ୍ୟ ଓ ବ୍ୟବସାୟ ଏବଂ ୫ଟି ଭାଗ ସମୟ କହିବାକୁ ଅନୁମୋଦନ କରାଯାଇଥିଲା । ସେହିପରି ୨୦୨୦ରେ ପିଏଚଡ଼ି ନିମନ୍ତେ ୫୭ଟି ଆବେଦନପତ୍ର ମିଳିଥିବାବେଳେ ୩୨ଟି ଆବେଦନକୁ ଅନୁମୋଦନ କରାଯାଇଥିଲା । ମାସିକ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରାଯାଇଛି । ୩୭ ଜଣ ରିସର୍ଚ୍ଚ ଫିଲୋସଫି ମଧ୍ୟରୁ ୧୫ ଜଣ ବିଜ୍ଞାନରେ, ୧୩ ଜଣ ସାମାଜିକ ବିଜ୍ଞାନ, ୭ ଜଣ ଗଣିତ ଏବଂ ୭ ଜଣ ସାହିତ୍ୟ ବିଭାଗରେ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏହି ବୈଠକର ମୂଳ ଆଭିମୁଖ୍ୟ ଥିଲା ମନୋନୀତ ରିସର୍ଚ୍ଚର ସେମାନଙ୍କୁ ଗବେଷଣ ନିମନ୍ତେ ପ୍ରୋତ୍ସାହିତ କରିବା ।

ଭୁବନେଶ୍ବରରୁ ବିକାଶ କୁମାର ଦାସ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.