ETV Bharat / city

ଟ୍ରଫ୍ ଲାଇନ ପ୍ରଭାବରେ ଘଡଘଡି ସହ ବର୍ଷା ସମ୍ଭାବନା - ପାଣିପାଗ ସୂଚନା

ପଞ୍ଜାବ ଦେଇ ଏକ ଟ୍ରଫ୍ ଲାଇନ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ଦୁଇ ତିନ ଦିନ ଭିତରେ ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ।

ପ୍ରତିକାତ୍ମକ ଫଟୋ
author img

By

Published : Oct 4, 2019, 8:29 AM IST

ଭୁବନେଶ୍ବର: ପଞ୍ଜାବ ଦେଇ ଏକ ଟ୍ରଫ୍ ଲାଇନ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବଜ୍ରପାତ ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ଦୁଇ ତିନି ଦିନ ଭିତରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଆସନ୍ତା 6 ଏବଂ 7 ତାରିଖରେ ବିଜୁଳି ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।ର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଜପତି, ନୟାଗଡ଼, କେନ୍ଦ୍ରାପଡା, ଖୋର୍ଦ୍ଧା, ଯାଜପୁର, ଗଞ୍ଜାମ ଏବଂ କଟକ ଆଦି ଜିଲ୍ଲାରେ ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଅଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟା ଭିତରେ ଗଞ୍ଜାମର ଜଗନ୍ନାଥପ୍ରସାଦରେ ୫୪.୧ ମିମି ବର୍ଷା ରେକର୍ଡ କରାଯାଇଛି ବୋଲି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶକ କହିଛନ୍ତି ।

ଭୁବନେଶ୍ବରରୁ ସଞ୍ଜିବ ରାୟ, ଇଟିଭି ଭାରତ

Intro:ପାଣିପାଗ ସୂଚନା।Body:ପଞ୍ଜାବ ଦେଇ ଏକ ଟ୍ରଫ ଲାଇନ ସୃଷ୍ଟି ହୋଇଛି ,ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।ଆସନ୍ତା ୨,୩ ଦିନ ଭିତରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।୬,୭ ତାରିଖରେ ବିଜୁଳି ଘଡଘଡି ସହ ସ୍ଵଳ୍ପରୁ ମାଧ୍ୟମ ଧରଣର ବର୍ଷା ହେବ।ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ।ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ, କେଓଁଝର,ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ,ଗଜପତି, ନୟାଗଡ଼, କେନ୍ଦ୍ରାପଡା, ଖୋର୍ଦ୍ଧା, ଯାଜପୁର, ଗଞ୍ଜାମ ଏବଂ କଟକ ଜିଲ୍ଲାରେ ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।ଗତ ୨୪ ଘଣ୍ଟା ଭିତରେ ଗଞ୍ଜାମ ଜିଲ୍ଲାର ଜଗନ୍ନାଥ ପ୍ରସାଦ ରେ ୫୪.୧ ମିମି ବର୍ଷା ରେକର୍ଡ କରାଯାଇଛି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ରର ନିର୍ଦେଶକ ହବିବୁର ରେହମାନ ବିଶ୍ୱାସ କହିଛନ୍ତି।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.