ETV Bharat / city

ଆସନ୍ତା 24 ଘଣ୍ଟାରେ ସ୍ଥାନେ ସ୍ଥାନେ ବର୍ଷା ସମ୍ଭାବନା, ଖସିବ ପାରଦ - imd

ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ୩ ରୁ ୪ ଡିଗ୍ରୀ ତାପମାତ୍ରା ଖସିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅଧିକ ପଢନ୍ତୁ...

ଆସନ୍ତା 24 ଘଣ୍ଟାରେ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

author img

By

Published : Nov 5, 2020, 7:21 PM IST

ଭୁବନେଶ୍ବର: ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ରୁ ୩ ଡିଗ୍ରୀ ଖସିଲା ତାପମାତ୍ରା । ଆଗକୁ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ୩ ରୁ ୪ ଡିଗ୍ରୀ ତାପମାତ୍ରା ଖସିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା 24 ଘଣ୍ଟାରେ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
ଆସନ୍ତା 24 ଘଣ୍ଟାରେ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ଅର୍ଥାତ୍ ଶୁକ୍ରବାର ମଧ୍ୟରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଶନିବାର ଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ଦକ୍ଷିଣ ଜିଲ୍ଲା ଗୁଡିକରେ ତାପମାତ୍ରା ତଳକୁ ଖସିବ।

ଭୁବନେଶ୍ବର ଓ କଟକ ଟ୍ବିନସିଟିରେ ଆକାଶ ଆଂଶିକ ମେଘାଛନ୍ନ ରହିବ । ଭୁବନେଶ୍ବରରେ ତାପମାତ୍ରା ୧୯ ଡିଗ୍ରୀ ସେଲସିୟସ ରହିବ । ଗତ ୨୪ ଘଣ୍ଟା ଭିତରେ କୋରାପୁଟ, କନ୍ଧମାଳ, କଳାହାଣ୍ଡି, ସୋନପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ରେକର୍ଡ ହୋଇଛି ।

କୋରାପୁଟ ଜିଲ୍ଲା ବୋରିଗୁମାରେ ସର୍ବାଧିକ ୭.୮ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ରାୟଗଡାରେ ସର୍ବାଧିକ ୩୫.୧ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଝାରସୁଗୁଡାରେ ସର୍ବନିମ୍ନ ତାପମାତ୍ରା ୧୫.୨ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.