ETV Bharat / city

ଘନ କୁହୁଡି ନେଇ 5ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

author img

By

Published : Jan 2, 2021, 10:43 PM IST

ଘନ କୁହୁଡି ନେଇ 5ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗର ୟେଲୋ ଓ୍ବାର୍ଣ୍ଣିଂ ଜାରି । ଅଧିକ ପଢନ୍ତୁ....

ଘନ କୁହୁଡି ନେଇ 5ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସହ ତିନିଦିନ ପର୍ଯ୍ୟନ୍ତ ଅଧିକ କୁହୁଡି ଦେଖାଦେବ । ତେବେ 5ଟି ଜିଲ୍ଲାକୁ ଘନ କୁହୁଡି ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଥିବା ଅଞ୍ଚଳଗୁଡିକ ଅନୁଗୋଳ, ତାଳଚେର, ଜଗତସିଂହପୁର, କଟକ, ଭଦ୍ରକ ଏବଂ କନ୍ଧମାଳ । ସେହିପରି ଯାଜପୁର, ଝାରସୁଗୁଡା, ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ନୟାଗଡ଼, ଢେଙ୍କାନାଳ, ପୁରୀ, ଯାଜପୁର ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର କୁହୁଡି ଦେଖାଦେବ । ଅନ୍ୟପଟେ ଭୁବନେଶ୍ୱରରେ ତାପମାତ୍ରା ୧୩ ଡିଗ୍ରୀ ମଧ୍ୟରେ ରହିବ ବୋଲି ସୂଚନା ମିଳିଛି ।

ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮.୦ ଡିଗ୍ରୀ ରେକର୍ଡ କରାଯାଇ ଥିବାବେଳେ ମୟୂରଭଞ୍ଜରେ ସ୍ୱାଭାବିକ ଠାରୁ କମ ତାପମାତ୍ରା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.