ETV Bharat / city

ତୈଳଦର ବୃଦ୍ଧି ପ୍ରସଙ୍ଗ, ଭୁବନେଶ୍ବରରେ ଯୁବ କଂଗ୍ରେସର ବିକ୍ଷୋଭ

author img

By

Published : Apr 6, 2022, 5:29 PM IST

ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ଯୁବ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ । ତେବେ ତୈଳ ଦର, ରନ୍ଧନ ଗ୍ୟାସ ଓ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଅଧିକ ପଢନ୍ତୁ

ତୈଳଦର ବୃଦ୍ଧି ପ୍ରସଙ୍ଗ, ଯୁବ କଂଗ୍ରେସର ଭୁବନେଶ୍ବରରେ ବିକ୍ଷୋଭ

ଭୁବନେଶ୍ବର: ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ଯୁବ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ । ତେବେ ତୈଳଦର, ରନ୍ଧନ ଗ୍ୟାସ ଓ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଯୁବ କଂଗ୍ରେସ ପକ୍ଷରୁ ବାଇକକୁ ଟ୍ରଲିରେ ଲଦି ନିଜେ ଟ୍ରଲି ଚଳାଇ ପ୍ରତିବାଦ କଲେ ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କା ।

ଆଜି ଯୁବ କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ବରମୁଣ୍ଡାସ୍ଥିତ ପେଟ୍ରୋଲ ପମ୍ପ ସମ୍ମୁଖରେ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କାରଯାଇଛି । ସେହିପରି ସାରା ଦେଶରେ ତୈଳଦର ଅହେତୁକ ଭାବେ ବୃଦ୍ଧି ପାଇଛି । ଦୈନିକ ପେଟ୍ରୋଲ ଓ ଡିଜେଲ ଦର ବଢି ଚାଲିଛି । ଏଥିସହ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ତୈଳଦର ବୃଦ୍ଧି ପ୍ରତିବାଦରେ ଆଉ ଏକ ଗଣଧାରଣା ଦିଆଯିବ ବୋଲି ଯୁବ କଂଗ୍ରେସ ପକ୍ଷରୁ କୁହାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.