ETV Bharat / city

Odisha Assembly: ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ, ଆସନ୍ତା 13ରୁ ଦ୍ୱିତୀୟ ଫେଜ୍ - ଓଡିଶା ବିଧାନସଭା ଖବର

2 ତାରିଖରୁ ଆରମ୍ଭ ହୋଇଥିବା ମୌସୁମୀ ଅଧିବେଶନର ପ୍ରଥମ ଦିନରେ 2022-23 ମସିହା ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନା କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଅଧିକ ପଢନ୍ତୁ

OdishaAssembly
OdishaAssembly
author img

By

Published : Jul 6, 2022, 7:24 PM IST

ଭୁବନେଶ୍ବର: ଷୋଡଶ ବିଧାନସଭା ଦଶମ ଅଧିବେଶନ ମୌସୁମୀ ଅଧିବେଶନର ଶେଷ ହେଲା ପ୍ରଥମ ପର୍ଯ୍ୟାୟ ବିଧାନସଭା । ଗୃହକୁ ଆସନ୍ତା 13 ତାରିଖ ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ।

ଗତ 2 ତାରିଖରୁ ଆରମ୍ଭ ହୋଇଥିବା ମୌସୁମୀ ଅଧିବେଶନର ପ୍ରଥମ ଦିନରେ 2022-23 ମସିହା ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନା କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ଏହି ବଜେଟରେ ଶିକ୍ଷା, ସ୍ୱାସ୍ଥ୍ୟ ,ପର୍ଯ୍ୟଟନ, କ୍ରୀଡା ଆଦି କ୍ଷେତ୍ରକୁ ଅଧିକ ଫୋକସ କରିଛନ୍ତି ରାଜ୍ୟ ସରକାର । ତେବେ ଆସନ୍ତା 13 ତାରିଖରୁ ପୁଣି ଥରେ ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଆରମ୍ଭ ହୋଇ ଅଗଷ୍ଟ 4 ପର୍ଯ୍ୟନ୍ତ ଚାଲିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.