ETV Bharat / city

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର, ତଦାରଖ କରୁଛନ୍ତି 4 ଜଣିଆ ଡାକ୍ତରୀ ଦଳ

author img

By

Published : May 7, 2021, 5:06 PM IST

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ଭେଣ୍ଟିଲେଟରରେ ଚାଲିଛି ଚିକିତ୍ସା । ଏପ୍ରିଲ 19 ତାରିଖରେ କୋରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚାଲିଛି ତାଙ୍କର ଚିକିତ୍ସା । ଅଧିକ ପଢନ୍ତୁ...

ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର, ତଦାରଖ କରୁଛନ୍ତି 4 ଜଣିଆ ଡାକ୍ତରୀ ଦଳ
ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର, ତଦାରଖ କରୁଛନ୍ତି 4 ଜଣିଆ ଡାକ୍ତରୀ ଦଳ

ଭୁବନେଶ୍ବର: ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟଵସ୍ଥା ଏବେ ସ୍ଥିର ରହିଛି । ସେ ବର୍ତ୍ତମାନ ଭେଣ୍ଟିଲେଟରରେ ଅଛନ୍ତି । 4 ଜଣିଆ ଡାକ୍ତର ଦଳ ତାଙ୍କ ସ୍ୱାସ୍ଥ୍ୟବସ୍ଥା ତଦାରଖ କରୁଥିବା ନେଇ ସୂଚନା ମିଳିଛି ।

ଏମ୍ସର 2 ଜଣ ଡାକ୍ତର ଓ 2 ସରକାରୀ ଡାକ୍ତର ତାଙ୍କର ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରିବା ସହ ବର୍ତ୍ତମାନ ପ୍ରଦୀପ୍ତ ନାୟକ ଭେଣ୍ଟିଲେଟରରେ ଥିବା ସୂଚନା ମିଳିଛି । ସୂଚନାନୂଯାୟୀ ଏପ୍ରିଲ 19 ରେ କୋରୋନାରେ ଆକ୍ରାନ୍ତ ହୋଇଥିଲେ ପ୍ରଦୀପ୍ତ ନାୟକ । ସଙ୍ଗେ ସଙ୍ଗେ ତାଙ୍କୁ ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ହେଲେ ସ୍ୱାସ୍ଥ୍ୟବସ୍ଥା ଅଧିକ ଜଟିଳ ହେବାରୁ ଆଇସିୟୁରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ସୂଚନା ମିଳିଛି ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.