ETV Bharat / city

ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

author img

By

Published : Sep 11, 2021, 3:48 PM IST

Updated : Sep 11, 2021, 4:08 PM IST

ପଞ୍ଚାୟତିରାଜ ଓ ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ । ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପିଟାଲରେ ଭର୍ତ୍ତି । ଅଧିକ ପଢନ୍ତୁ...

ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ
ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

ଭୁବନେଶ୍ବର: ଅସୁସ୍ଥ ହେଲେ ମାହାଙ୍ଗା ବିଧାୟକ । ରାଜ୍ୟ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ଥିବା ନେଇ ସୂଚନା ମିଳିଛି । ଗତକାଲି ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ତେବେ ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ତାଙ୍କର ଛାତିରେ ଦୁଇଟି ବ୍ଲକେଜ ଥିବା ନେଇ ଜଣାପଡିଛି । ଏହାପରେ ଅସ୍ତ୍ରୋପଚାର କରି ଡାକ୍ତର ମାନେ ଦୁଇଟି ଷ୍ଟେଣ୍ଟ ଲଗାଯାଇଥିବା ନେଇ ସୂଚନା ମିଳିଛି । ବର୍ତ୍ତମାନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ନେଇ ମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Sep 11, 2021, 4:08 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.