ETV Bharat / city

ଗୁରୁଗ୍ରାମ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହେଲେ PCC ସଭାପତି

author img

By

Published : Apr 15, 2021, 10:23 PM IST

ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ନିରଞ୍ଜନ । ନିୟମିତ ଚେକଅପ୍‌ ପାଇଁ ନିରଞ୍ଜନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଅଧିକ ପଢନ୍ତୁ...

ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି ହେଲେ PCC ସଭାପତି ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ବର: ଓଡିଶା ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ନିରଞ୍ଜନ । ନିୟମିତ ଚେକଅପ୍‌ ପାଇଁ ନିରଞ୍ଜନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଏନେଇ ପରିବାର ପକ୍ଷରୁ ସୂଚନା ମିଳିଛି ।

ପୂର୍ବରୁ ନିରଞ୍ଜନଙ୍କ ହାର୍ଟ ଅପରେସନ ହୋଇଥିଲା ।

ତେବେ ନିକଟରେ ଦିବଙ୍ଗତ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ କ୍ଲୋଜ କଣ୍ଟାକ୍ଟରେ ଆସିଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଇସୋଲେସନରେ ଥିଲେ । ତେବେ ତାଙ୍କର କୋରୋନା ରିପୋର୍ଟ ନେଗେଟିଭ୍ ଆସିଥିଲା ବୋଲି ସୂଚନା ରହିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.