ETV Bharat / city

ବାତିଲ ହେଲା ପିପିଲି ଉପନିର୍ବାଚନ, ଘୋଷଣା ହେବ ସାନି ତାରିଖ

କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ପିପିଲି ଉପ ନିର୍ବାଚନ ବାତିଲ । ଅଧିକ ପଢନ୍ତୁ....

author img

By

Published : Apr 14, 2021, 6:05 PM IST

Updated : Apr 14, 2021, 10:09 PM IST

ବାତିଲ ହେଲା ପିପିଲି ଉପନିର୍ବାଚନ, ଘୋଷଣା ହେବ ସାନି ତାରିଖ
ବାତିଲ ହେଲା ପିପିଲି ଉପନିର୍ବାଚନ, ଘୋଷଣା ହେବ ସାନି ତାରିଖ

ଭୁବନେଶ୍ବର: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ପିପିଲି ଉପ ନିର୍ବାଚନକୁ ବାତିଲ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ପିପିଲି ନିର୍ବାଚନକୁ ବାତିଲ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ।

ତେବେ ପିପିଲିରେ ସାନି ଉପ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟ ପରେ ପୁଣି ନିର୍ବାଚନ ପ୍ରକ୍ରିୟା ନେଇ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ ଓ ସଞ୍ଜୀବ କୁମାର ରାୟ , ଇଟିଭି ଭାରତ

Last Updated : Apr 14, 2021, 10:09 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.