ଭୁବନେଶ୍ବର: ଆଜି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ । ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବୋର୍ଡ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଫଳାଫଳ ପୁସ୍ତିକା ଉନ୍ମୋଚନ କରିବେ ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାସ । ସେହିପରି ପ୍ରତ୍ୟେକ ଥର ପରି ବିଜ୍ଞାନ ଓ ବାଣିଜ୍ୟର ଫଳାଫଳ ପ୍ରଥମ ପର୍ଯ୍ୟାୟରେ ପ୍ରକାଶ ପାଉଥିବା ବେଳେ, ସପ୍ତାହକ ପରେ କଳା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ ।
- ଆଜି ପ୍ରକାଶ ପାଇବ +୨ ରେଜଲ୍ଟ
- ଆଜି +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ
- ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ
- ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ସୂଚନା
- ସପ୍ତାହକ ପରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ