ETV Bharat / city

ଆଜି ଘୋଷଣା ହେବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ତାରିଖ

author img

By

Published : Sep 3, 2020, 9:38 AM IST

ଖୁବଶୀଘ୍ର ପ୍ରକାଶ ପାଇପାରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଆଜି ପରୀକ୍ଷା ଫଳର ତାରିଖ ଘୋଷଣା କରିବେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।

ଆଜି ଘୋଷଣା ହେବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ତାରିଖ
ଆଜି ଘୋଷଣା ହେବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ତାରିଖ

ଭୁବନେଶ୍ବର: ଖୁବଶୀଘ୍ର ପ୍ରକାଶ ପାଇପାରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା । ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ତାରିଖ ଘୋଷଣା କରିବେ । ଏଥର କଳାରେ 2ଲକ୍ଷ 20 ହଜାର 437ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ପରୀକ୍ଷା ଦେଇଛନ୍ତି।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.