ETV Bharat / city

Odisha +2 Arts Result: ଅଗଷ୍ଟ 8ରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ଫଳ

author img

By

Published : Jul 27, 2022, 5:44 PM IST

ଅଗଷ୍ଟ ୮ ତାରିଖରେ ଯୁକ୍ତଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ଘୋଷଣା ହେବ । ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଅଧିକ ପଢ଼ନ୍ତୁ

ଅଗଷ୍ଟରେ ପ୍ରକାଶ ପାଇବ ଯୁକ୍ତଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷ ଫଳ

ଭୁବନେଶ୍ବର: ଆଜି ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଅଗଷ୍ଟ ୮ ତାରିଖରେ ଯୁକ୍ତଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ଘୋଷଣା ହେବ । ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ଏହାପୂର୍ବରୁ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଘୋଷଣା କରିଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବିଜ୍ଞାନରେ ପାସ୍‌ ହାର ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ ପାସ୍‌ ହାର ୮୯ ପ୍ରତିଶତ ରହିଛି । ୫ଟି ୱେବ୍‌ସାଇଟ୍‌ରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶିତ ହୋଇଛି ।

ଚଳିତ ବର୍ଷ ୭୨୧୦୬ ଜଣ ବିଜ୍ଞାନରେ ପାସ୍‌ କରିଥିବା ବେଳେ ୨୧୧୬୫ ଜଣ ବାଣିଜ୍ୟରେ ପାସ୍‌ କରିଛନ୍ତି । ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ । ବିଜ୍ଞାନରେ ପାସ୍‌ ହାର ୯୪ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ ପାସ୍‌ ହାର ୮୯ ପ୍ରତିଶତ ରହିଛି । ଚଳିତ ବର୍ଷ ଦୁଇଟି ପଦ୍ଧତିରେ ମୂଲ୍ୟାଙ୍କନ ହୋଇଛି । ୫ଟି ୱେବ୍‌ସାଇଟ୍‌ରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶିତ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ୱର

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.