ETV Bharat / city

ଓଡିଶାରେ ପହଞ୍ଚିଲେ ମୋଦି, ନବୀନଙ୍କ ସହ କରୁଛନ୍ତି ଏରିଆଲ ସର୍ଭେ

ଅମ୍ଫାନ ପ୍ରଭାବିତ ଅଞ୍ଚଳ ପରିଦର୍ଶନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସାଥିରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ଓ 2 କେନ୍ଦ୍ରମନ୍ତ୍ରୀ । ଅଧିକ ପଢନ୍ତୁ...

author img

By

Published : May 22, 2020, 3:47 PM IST

ଓଡିଶାରେ ପହଞ୍ଚିଲେ ମୋଦି, ନବୀନଙ୍କ ସହ କରୁଛନ୍ତି ଏରିଆଲ ସର୍ଭେ
ଓଡିଶାରେ ପହଞ୍ଚିଲେ ମୋଦି, ନବୀନଙ୍କ ସହ କରୁଛନ୍ତି ଏରିଆଲ ସର୍ଭେ

ଭୁବନେଶ୍ବର: ଓଡିଶା ଗସ୍ତରେ ଆସି ରାଜଧାନୀ ଭୁବନେଶ୍ବରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେଁ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ଗଣେଶିଲାଲ ଓ ବିଜେପିର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ତାଙ୍କୁ ସ୍ବାଗତ ଜଣାଇଥିଲେ ।

ପ୍ରଧାନମନ୍ତ୍ରୀ ହେଲିକେପ୍ଟରରେ ବସି ଏରିଆଲ ସର୍ଭେ ମାଧ୍ୟମରେ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରୁଛନ୍ତି । ଏହି ଏରିଆଲ ସର୍ଭେରେ ପ୍ରଧଆନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମଧ୍ୟ ସାମିଲ ଅଛନ୍ତି ।'

ଭୁବନେଶ୍ବରରୁ ତାପସ ପରିଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.