ଭୁବନେଶ୍ବର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ତଥା କୃଷିଭିତ୍ତିକ ପର୍ବ ନୂଆଁଖାଇ ( Nuakhai Festival) । ଏନେଇ ଉତ୍ସବମୁଖର ହୋଇଉଠିଛି ପୁରଠୁ ପଲ୍ଲୀ । ନୂଆଁଖାଇ ଅବସରରେ ରାଜ୍ୟବାସୀଙ୍କ ଟ୍ବିଟ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟ୍ବିଟ କରି ରାଷ୍ଟ୍ରପତି ନୂଆଖାଇ ଜୁହାର ଜଣାଇଛନ୍ତି, ନୂଆଁଖାଇ ଅବସରରେ ‘‘ମୁଁ ଓଡ଼ିଶାର ଭାଇ ଓ ଭଉଣୀ ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳର ଭାଇ ଓ ଭଉଣୀ ମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି । ସ୍ନେହ,ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଏହି ଅନନ୍ୟ ଗଣପର୍ବ ସମସ୍ତଙ୍କ ପାଇଁ ସୁଖ,ଶାନ୍ତି ଓ ସମୃଦ୍ଧି ଆଣୁ,ଏହା ମୋର ଆନ୍ତରିକ କାମନା''।
-
ନୂଆଖାଇ ଜୁହାର।
— President of India (@rashtrapatibhvn) September 1, 2022 " class="align-text-top noRightClick twitterSection" data="
ନୂଆଖାଇ ଅବସରରେ ମୁଁ ଓଡ଼ିଶାର ଭାଇ ଓ ଭଉଣୀ ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳର ଭାଇ ଓ ଭଉଣୀ ମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି।
ସ୍ନେହ,ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଏହି ଅନନ୍ୟ ଗଣପର୍ବ ସମସ୍ତଙ୍କ ପାଇଁ ସୁଖ,ଶାନ୍ତି ଓ ସମୃଦ୍ଧି ଆଣୁ,ଏହା ମୋର ଆନ୍ତରିକ କାମନା।
">ନୂଆଖାଇ ଜୁହାର।
— President of India (@rashtrapatibhvn) September 1, 2022
ନୂଆଖାଇ ଅବସରରେ ମୁଁ ଓଡ଼ିଶାର ଭାଇ ଓ ଭଉଣୀ ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳର ଭାଇ ଓ ଭଉଣୀ ମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି।
ସ୍ନେହ,ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଏହି ଅନନ୍ୟ ଗଣପର୍ବ ସମସ୍ତଙ୍କ ପାଇଁ ସୁଖ,ଶାନ୍ତି ଓ ସମୃଦ୍ଧି ଆଣୁ,ଏହା ମୋର ଆନ୍ତରିକ କାମନା।ନୂଆଖାଇ ଜୁହାର।
— President of India (@rashtrapatibhvn) September 1, 2022
ନୂଆଖାଇ ଅବସରରେ ମୁଁ ଓଡ଼ିଶାର ଭାଇ ଓ ଭଉଣୀ ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳର ଭାଇ ଓ ଭଉଣୀ ମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି।
ସ୍ନେହ,ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଏହି ଅନନ୍ୟ ଗଣପର୍ବ ସମସ୍ତଙ୍କ ପାଇଁ ସୁଖ,ଶାନ୍ତି ଓ ସମୃଦ୍ଧି ଆଣୁ,ଏହା ମୋର ଆନ୍ତରିକ କାମନା।
ଏହା ମଧ୍ୟ ପଢନ୍ତୁ-ଆଜି ନୂଆଁଖାଇ, ଉତ୍ସବ ମୁଖର ପଶ୍ଚିମ ଓଡିଶା
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି । ଏକ ଭିଡିଓ ବାର୍ତ୍ତା ଜରିଆରେ ସମସ୍ତଙ୍କୁ ନୂଆଁଖାଇର ଜୁହାର ଜଣାଇବା ପରେ ମା' ସମଲେଶ୍ବରୀ ସମସ୍ତଙ୍କୁ ଭଲରେ ରଖନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ପ୍ରଧାନମନ୍ତ୍ରୀ ଟ୍ବିଟରେ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ''ନୂଆଁଖାଇ ଜୁହାର୍,ସମସ୍ତଙ୍କୁ ଏହି ବିଶେଷ ଦିନର ହାର୍ଦ୍ଦିକ ଶୁଭେଚ୍ଛା । କଠିନ ପରିଶ୍ରମ କରି ଦେଶବାସୀଙ୍କୁ ଖାଦ୍ୟାନ୍ନ ଯୋଗାଉଥିବା ଆମର ଚାଷୀ ଭାଇ ମାନଙ୍କୁ କୃତଜ୍ଞତା ଜଣାଇବାର ଏହି ଅବସର । ଆମ ସମାଜ ପ୍ରଗତିର ନୂଆ ଉଚ୍ଚତାରେ ପହଞ୍ଚୁ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ବୋଲି କହିଛନ୍ତି ମୋଦି'' ।
-
ନୂଆଁଖାଇ ଜୁହାର୍ ! ସମସ୍ତଙ୍କୁ ଏହି ବିଶେଷ ଦିନର ହାର୍ଦ୍ଦିକ ଶୁଭେଚ୍ଛା । କଠିନ ପରିଶ୍ରମ କରି ଦେଶବାସୀଙ୍କୁ ଖାଦ୍ୟାନ୍ନ ଯୋଗାଉଥିବା ଆମର ଚାଷୀ ଭାଇ ମାନଙ୍କୁ କୃତଜ୍ଞତା ଜଣାଇବାର ଏହି ଅବସର । ଆମ ସମାଜ ପ୍ରଗତିର ନୂଆ ଉଚ୍ଚତାରେ ପହଞ୍ଚୁ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।
— Narendra Modi (@narendramodi) September 1, 2022 " class="align-text-top noRightClick twitterSection" data="
">ନୂଆଁଖାଇ ଜୁହାର୍ ! ସମସ୍ତଙ୍କୁ ଏହି ବିଶେଷ ଦିନର ହାର୍ଦ୍ଦିକ ଶୁଭେଚ୍ଛା । କଠିନ ପରିଶ୍ରମ କରି ଦେଶବାସୀଙ୍କୁ ଖାଦ୍ୟାନ୍ନ ଯୋଗାଉଥିବା ଆମର ଚାଷୀ ଭାଇ ମାନଙ୍କୁ କୃତଜ୍ଞତା ଜଣାଇବାର ଏହି ଅବସର । ଆମ ସମାଜ ପ୍ରଗତିର ନୂଆ ଉଚ୍ଚତାରେ ପହଞ୍ଚୁ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।
— Narendra Modi (@narendramodi) September 1, 2022ନୂଆଁଖାଇ ଜୁହାର୍ ! ସମସ୍ତଙ୍କୁ ଏହି ବିଶେଷ ଦିନର ହାର୍ଦ୍ଦିକ ଶୁଭେଚ୍ଛା । କଠିନ ପରିଶ୍ରମ କରି ଦେଶବାସୀଙ୍କୁ ଖାଦ୍ୟାନ୍ନ ଯୋଗାଉଥିବା ଆମର ଚାଷୀ ଭାଇ ମାନଙ୍କୁ କୃତଜ୍ଞତା ଜଣାଇବାର ଏହି ଅବସର । ଆମ ସମାଜ ପ୍ରଗତିର ନୂଆ ଉଚ୍ଚତାରେ ପହଞ୍ଚୁ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।
— Narendra Modi (@narendramodi) September 1, 2022
-
ଆପଣମାନଙ୍କୁ ସମସ୍ତଙ୍କୁ ମୋର ନୂଆଁଖାଇର ଜୁହାର। ମା' ସମଲେଶ୍ବରୀ ସମସ୍ତଙ୍କୁ ଭଲରେ ରଖନ୍ତୁ। #ନୂଆଁଖାଇଜୁହାର 🙏 pic.twitter.com/YJHaAP2UNt
— Naveen Patnaik (@Naveen_Odisha) September 1, 2022 " class="align-text-top noRightClick twitterSection" data="
">ଆପଣମାନଙ୍କୁ ସମସ୍ତଙ୍କୁ ମୋର ନୂଆଁଖାଇର ଜୁହାର। ମା' ସମଲେଶ୍ବରୀ ସମସ୍ତଙ୍କୁ ଭଲରେ ରଖନ୍ତୁ। #ନୂଆଁଖାଇଜୁହାର 🙏 pic.twitter.com/YJHaAP2UNt
— Naveen Patnaik (@Naveen_Odisha) September 1, 2022ଆପଣମାନଙ୍କୁ ସମସ୍ତଙ୍କୁ ମୋର ନୂଆଁଖାଇର ଜୁହାର। ମା' ସମଲେଶ୍ବରୀ ସମସ୍ତଙ୍କୁ ଭଲରେ ରଖନ୍ତୁ। #ନୂଆଁଖାଇଜୁହାର 🙏 pic.twitter.com/YJHaAP2UNt
— Naveen Patnaik (@Naveen_Odisha) September 1, 2022
ନୂଆଁଖାଇ ଅବସରରେ ରାଜ୍ୟପାଳ ଗଣେଶୀ ଲାଲ ଶୁଭେଚ୍ଛା ଜଣାଇଛନ୍ତି। ଟ୍ବିଟରରେ ରାଜ୍ୟପାଳ କହିଛନ୍ତି ଯେ, ''ସମସ୍ତଙ୍କୁ ନୂଆଁଖାଇ ଜୁହାର, ସୁଖ, ଶାନ୍ତି, ମୈତ୍ରୀ ଓ ଆନନ୍ଦର ପରମ୍ପରା ଏବଂ ପର୍ବ 'ନୂଆଁଖାଇ' ପାଳନ ଅବସରରେ ସମଗ୍ର ରାଜ୍ୟ ବିଶେଷ କରି ପଶ୍ଚିମ ଓଡିଶାର ଭାଇ ଭଉଣୀଙ୍କୁ ମୋର ଶୁଭେଛା ଓ ଅଭିନନ୍ଦନ ଜଣାଉଛି।
-
ନୂଆଁଖାଇ ଜୁହାର 🙏
— Governor Odisha (@GovernorOdisha) September 1, 2022 " class="align-text-top noRightClick twitterSection" data="
ସୁଖ, ଶାନ୍ତି, ମୈତ୍ରୀ ଓ ଆନନ୍ଦର ପରମ୍ପରା ଏବଂ ପର୍ବ 'ନୂଆଁଖାଇ' ପାଳନ ଅବସରରେ ମାନ୍ୟବର ରାଜ୍ୟପାଳ ସମଗ୍ର ରାଜ୍ୟ ବିଶେଷ କରି ପଶ୍ଚିମ ଓଡିଶାର ଭାଇ ଭଉଣୀଙ୍କୁ ଶୁଭେଛା ଓ ଅଭିନନ୍ଦନ ଜଣାଇଛନ୍ତି। #ନୂଆଁଖାଇ #NuakhaiJuhar pic.twitter.com/gKRWUQSWcl
">ନୂଆଁଖାଇ ଜୁହାର 🙏
— Governor Odisha (@GovernorOdisha) September 1, 2022
ସୁଖ, ଶାନ୍ତି, ମୈତ୍ରୀ ଓ ଆନନ୍ଦର ପରମ୍ପରା ଏବଂ ପର୍ବ 'ନୂଆଁଖାଇ' ପାଳନ ଅବସରରେ ମାନ୍ୟବର ରାଜ୍ୟପାଳ ସମଗ୍ର ରାଜ୍ୟ ବିଶେଷ କରି ପଶ୍ଚିମ ଓଡିଶାର ଭାଇ ଭଉଣୀଙ୍କୁ ଶୁଭେଛା ଓ ଅଭିନନ୍ଦନ ଜଣାଇଛନ୍ତି। #ନୂଆଁଖାଇ #NuakhaiJuhar pic.twitter.com/gKRWUQSWclନୂଆଁଖାଇ ଜୁହାର 🙏
— Governor Odisha (@GovernorOdisha) September 1, 2022
ସୁଖ, ଶାନ୍ତି, ମୈତ୍ରୀ ଓ ଆନନ୍ଦର ପରମ୍ପରା ଏବଂ ପର୍ବ 'ନୂଆଁଖାଇ' ପାଳନ ଅବସରରେ ମାନ୍ୟବର ରାଜ୍ୟପାଳ ସମଗ୍ର ରାଜ୍ୟ ବିଶେଷ କରି ପଶ୍ଚିମ ଓଡିଶାର ଭାଇ ଭଉଣୀଙ୍କୁ ଶୁଭେଛା ଓ ଅଭିନନ୍ଦନ ଜଣାଇଛନ୍ତି। #ନୂଆଁଖାଇ #NuakhaiJuhar pic.twitter.com/gKRWUQSWcl
ସୁଖ, ଶାନ୍ତି, ମୈତ୍ରୀ ଓ ଆନନ୍ଦର ପରମ୍ପରା ଏବଂ ପର୍ବ 'ନୂଆଁଖାଇ' ପାଳନ ଅବସରରେ ମାନ୍ୟବର ରାଜ୍ୟପାଳ ସମଗ୍ର ରାଜ୍ୟ ବିଶେଷ କରି ପଶ୍ଚିମ ଓଡିଶାର ଭାଇ ଭଉଣୀଙ୍କୁ ଶୁଭେଛା ଓ ଅଭିନନ୍ଦନ ଜଣାଇଛନ୍ତି।
-
ନୂଆଁଖାଇ ଜୁହାର୍ 🙏
— Dharmendra Pradhan (@dpradhanbjp) September 1, 2022 " class="align-text-top noRightClick twitterSection" data="
ନୂଆଁଖାଇ ଅବ୍ସର୍ ଥି ଗୁରୁଜନ୍, ଦାଦା- ଭାଏ ଆଉ ମାଁ- ବହେନ୍ ମାନ୍କୁଁ ନୂଆଁଖାଇ ଜୁହାର୍ ଜନଉଁଛେଁ । ନୂଆଁଖାଇ ଆପଣ୍ ମାନକଁର୍ ଜୀବନ୍ ଥି ଆଉ ପରିବାର୍ ଥି ଶାନ୍ତି, ସମୃଦ୍ଧି ସାଙ୍ଗେ ଖୁସି ଆଉ ଆନନ୍ଦ୍ ଆନୁ । #NuaKhai pic.twitter.com/nu9yyijILx
">ନୂଆଁଖାଇ ଜୁହାର୍ 🙏
— Dharmendra Pradhan (@dpradhanbjp) September 1, 2022
ନୂଆଁଖାଇ ଅବ୍ସର୍ ଥି ଗୁରୁଜନ୍, ଦାଦା- ଭାଏ ଆଉ ମାଁ- ବହେନ୍ ମାନ୍କୁଁ ନୂଆଁଖାଇ ଜୁହାର୍ ଜନଉଁଛେଁ । ନୂଆଁଖାଇ ଆପଣ୍ ମାନକଁର୍ ଜୀବନ୍ ଥି ଆଉ ପରିବାର୍ ଥି ଶାନ୍ତି, ସମୃଦ୍ଧି ସାଙ୍ଗେ ଖୁସି ଆଉ ଆନନ୍ଦ୍ ଆନୁ । #NuaKhai pic.twitter.com/nu9yyijILxନୂଆଁଖାଇ ଜୁହାର୍ 🙏
— Dharmendra Pradhan (@dpradhanbjp) September 1, 2022
ନୂଆଁଖାଇ ଅବ୍ସର୍ ଥି ଗୁରୁଜନ୍, ଦାଦା- ଭାଏ ଆଉ ମାଁ- ବହେନ୍ ମାନ୍କୁଁ ନୂଆଁଖାଇ ଜୁହାର୍ ଜନଉଁଛେଁ । ନୂଆଁଖାଇ ଆପଣ୍ ମାନକଁର୍ ଜୀବନ୍ ଥି ଆଉ ପରିବାର୍ ଥି ଶାନ୍ତି, ସମୃଦ୍ଧି ସାଙ୍ଗେ ଖୁସି ଆଉ ଆନନ୍ଦ୍ ଆନୁ । #NuaKhai pic.twitter.com/nu9yyijILx
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ମଧ୍ୟ ନୁଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଟ୍ବିଟରରେ ଏକ ଭିଡିଓ ଜାରି କରି ନୂଆଁଖାଇ ଅବସରରେ ଜୁହାର କରିଛନ୍ତି, ''ସେ କହିଛନ୍ତି ଯେ, ‘‘ନୂଆଁଖାଇ ଜୁହାର୍ , ଏହି ଅବ୍ସର୍ ଥି ଗୁରୁଜନ, ଦାଦା- ଭାଏ ଆଉ ମାଁ- ବହେନ ମାନଙ୍କୁ ନୂଆଁଖାଇ ଜୁହାର୍ ଜନଉଁଛେଁ । ନୂଆଁଖାଇ ଆପଣ ମାନଙ୍କର ଜୀବନ ଥି ଆଉ ପରିବାର ଥି ଶାନ୍ତି, ସମୃଦ୍ଧି ସାଙ୍ଗେ ଖୁସି ଆଉ ଆନନ୍ଦ ଆନୁ'' ।