ETV Bharat / city

ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି, ଅପରାହ୍ଣରେ ଫେରିବେ ଦିଲ୍ଲୀ

author img

By

Published : Sep 28, 2019, 12:39 PM IST

ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ଗୋଳାବନ୍ଧ ଆର୍ମି ଏଡି ସେଣ୍ଟରରେ କାର୍ଯ୍ୟକ୍ରମ ସାରି ଭୁବନେଶ୍ବରକୁ ଫେରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

ଫଟୋ ସୌଜନ୍ୟ- ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ଗୋଳାବନ୍ଧ ଆର୍ମି ଏଡି ସେଣ୍ଟରରେ କାର୍ଯ୍ୟକ୍ରମ ସାରି ଭୁବନେଶ୍ବରକୁ ଫେରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେଠାରେ ପହଞ୍ଚିବା ପରେ ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଗସ୍ତ କରିଛନ୍ତି ।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, ଭୁବନେଶ୍ବର

ତେବେ ମଧ୍ୟାହ୍ନ ଭୋଜନ ପରେ ରାଜଭବନ ଭିତରେ ଚାରାରୋପଣ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଅପରାହ୍ଣ ସମୟରେ ଦିଲ୍ଲୀ ଫେରିବା ନେଇ ସୂଚନା ରହିଛି ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

Intro:ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଁଚିଲେ। ଗୋପାଳ ପୁର ଆର୍ମି ଏଏଡି କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ରେ ପହଁଚିଲେ। ଭୁବନେଶ୍ୱର ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଗସ୍ତ କରିଛନ୍ତି। ମଧ୍ୟାହ୍ନ ଭୋଜନ ପରେ ରାଜଭବନ ଭିତରେ ଚାରାରୋପଣ କରିବାର କାର୍ଯ୍ୟକ୍ରମ ରହିଛି।

Body:
ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଁଚିଲେ। ଗୋପାଳ ପୁର ଆର୍ମି ଏଏଡି କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ରେ ପହଁଚିଲେ। ଭୁବନେଶ୍ୱର ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଗସ୍ତ କରିଛନ୍ତି। ମଧ୍ୟାହ୍ନ ଭୋଜନ ପରେ ରାଜଭବନ ଭିତରେ ଚାରାରୋପଣ କରିବାର କାର୍ଯ୍ୟକ୍ରମ ରହିଛି।

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.