ETV Bharat / city

ଦୁଇ ଦିନିଆ ଓଡିଶା ଗସ୍ତ ସାରି ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି

ଦୁଇ ଦିନିଆ ଓଡିଶା ଗସ୍ତ ସାରି ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱର ବିମାନ ବନ୍ଦରରେ ବିଦାୟ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ

author img

By

Published : Feb 20, 2022, 5:27 PM IST

ଦୁଇ ଦିନିଆ ଓଡିଶା ଗସ୍ତ ସାରି ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି
ଦୁଇ ଦିନିଆ ଓଡିଶା ଗସ୍ତ ସାରି ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତ ସାରି ପ୍ରତ୍ୟାବର୍ତ୍ତନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱର ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ବିଦାୟ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀରେ ବିଶ୍ୱ ବୈଷ୍ଣବ ସାଧୁ ସମ୍ମିଳନୀରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

ଏହାପରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ସହ ଭୁବନେଶ୍ୱର ବିମାନ ବନ୍ଦର ଫେରିଲେ ରାଷ୍ଟ୍ରପତି । ଏଠାରୁ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଦୁଇ ଦିନ ଧରି କଡ଼ା ସୁରକ୍ଷା ବଳୟ ଭିତରେ ଥିଲା ଭୁବନେଶ୍ୱର ଏୟାରପୋର୍ଟ । ରାଷ୍ଟ୍ରପତି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କଲାବେଳେ ପୋଲିସ ଡିଜିପି, ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ଅଧିକାରି ମନେ ଉପସ୍ଥିତ ରହିଥିଲେ ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.