ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣାପାଗ ବିଭାଗ । ତେବେ ଏହି ଜିଲ୍ଲାମାନଙ୍କ ମଧ୍ୟରେ ରହିଛି ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,କଳାହାଣ୍ଡି, ବୌଦ୍ଧ, ପୁରୀ ଓ ଜଗତସିଂହପୁର ।
ପ୍ରକାଶ ଯେ, ଗତକାଲି(ଶୁକ୍ରବାର) ନବରଙ୍ଗପୁରରେ ସର୍ବାଧିକ 4 ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି।
ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ଇଟିଭି ଭାରତ