ETV Bharat / city

ଦାନା ବାନ୍ଧୁଛି ଲଘୁଚାପ: ୨୪ ଘଣ୍ଟା ବର୍ଷା, ମତ୍ସଜୀବୀଙ୍କୁ ମନା ସମୁଦ୍ର

ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଅଧିକ ପଢନ୍ତୁ...

ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି

author img

By

Published : Oct 16, 2021, 12:15 PM IST

ଭୁବନେଶ୍ବର: ଗତକାଲି(ଶୁକ୍ରବାର) ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଆଜି(ଶନିବାର) ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ତଥା ପାର୍ଶ୍ବବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ହୋଇଛି ଲଘୁଚାପ ।

  • ଗତକାଲିର #ଲଘୁଚାପ କ୍ଷେତ୍ର ଆଜି ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ-ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଏବଂ ଏହା ସହ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୫.୮ କିମି ଯାଏଁ ବାୟୁମଣ୍ଡଳରେ ବ୍ୟାପିଛି | pic.twitter.com/9PP4KABR8n

    — Meteorological Centre, Bhubaneswar (@mcbbsr) October 16, 2021 " class="align-text-top noRightClick twitterSection" data=" ">

ଏହା ପ୍ରଭାବରେ ଆଜି ଠାରୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ଲାଗିରହିଛି । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ କରିଛି । ତେବେ ଘୂର୍ଣ୍ଣିବଳୟ ବାୟୂମଣ୍ଡଳର ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଥିବା ଜଣାପଡିଛି ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.