ETV Bharat / city

ରୀତା ସାହୁ ବିଜେପୁର ପାଇଁ ବିଜେଡି ପ୍ରାର୍ଥୀ

ପୂର୍ବତନ ବିଧାୟିକା ରୀତା ସାହୁଙ୍କୁ ବିଜେପୁର ବିଧାୟକ ପ୍ରାର୍ଥୀ ଭାବରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି ।

author img

By

Published : Sep 28, 2019, 12:33 PM IST

Updated : Sep 28, 2019, 2:23 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର/ବରଗଡ

ଭୁବେନେଶ୍ବର: ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିଛି । ଏଥିରେ ବିଧାୟିକା ରୀତା ସାହୁଙ୍କୁ ମୁଖ୍ୟମନ୍ତ୍ରୀ ପୁଣି ଭରଷା କରିଛନ୍ତି । ବିଜେପୁର ନିର୍ବାଚନ ମଣ୍ଡଳୀରେ ସରକାର ବହୁବିଧ ଉନ୍ନୟନ ମୂଳକ କାର୍ଯ୍ୟ କରିଛନ୍ତି । ତେଣୁ ରୀତା ସାହୁଙ୍କୁ ବିଜୟୀ କରିବାକୁ ନବୀନ ଆହ୍ବାନ କରିଛନ୍ତି । ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ରୀତା ସାହୁଙ୍କୁ ପୁଣି ଟିକେଟ ଦେଇଥିବାରୁ ରୀତା ସାହୁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ବିଜେପୁର ଅଞ୍ଚଳବାସୀଙ୍କୁ ବହୁ ଅନୁଦାନ ପ୍ରଦାନ କରିଥିବା ବେଳେ ଆଗକୁ ମଧ୍ୟ ଏହି ଅଞ୍ଚଳର ବିକାଶ ଧାରା ଜାରି ରହିବ ବୋଲି କହିଛନ୍ତି ରୀତା ସାହୁ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା ଭୁବନେଶ୍ବର ଓ ବରଗଡ

ପୂର୍ବରୁ ରୀତା ସାହୁଙ୍କ ନାମ ଘୋଷଣା ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଶେଷରେ ରୀତା ସାହୁଙ୍କୁ ପ୍ରାର୍ଥୀ ଭାବରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ବିଜେପି ପକ୍ଷରୁ ସନତ ଗଡତିଆ ପ୍ରାର୍ଥୀ ହେବା ଚର୍ଚ୍ଚା ହେଉଥିବା ବେଳେ କଂଗ୍ରେସ ପକ୍ଷରୁ ନବାଗତ ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରାଯାଇଛି ।

ଭୁବନେଶ୍ବରରୁ ତପନ କୁମାର ଦାସ ଓ ବରଗଡରୁ ରାଜେଶ ସରାପଙ୍କ ରିପୋର୍ଟ, ଇଟିଭି ଭାରତ

Intro:Body:

BLANK FOR LINK 

Conclusion:
Last Updated : Sep 28, 2019, 2:23 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.