ଭୁବନେଶ୍ବର: ରୋଜଭ୍ୟାଲି ଚିଟଫଣ୍ଡ ମାମଲା । ଗିରଫ ଅଭିଯୁକ୍ତ ଶୁଭ୍ରା କୁଣ୍ଡୁକୁ ଆଜି ହେବ କୋର୍ଟ ଚାଲାଣ। ଏନେଇ କୋଲକତାରୁ ଟ୍ରାନଜିଟ ରିମାଣ୍ଡରେ ଆଣି ଭୁବନେଶ୍ବରରେ ପହଞ୍ଚିଲା ସିବିଆଇ।
ପରେ ତାଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର କରାଯିବ। ତେବେ ରୋଜଭ୍ୟାଲି ଚିଟଫଣ୍ଡ ମାମଲାର ଗିରଫ କରିଛି ସିବିଆଇ। ସେ ରୋଜଭ୍ୟାଲି ମୁଖ୍ୟ ତଥା ଗିରଫ ଅଭିଯୁକ୍ତ ଗୌତମ କୁଣ୍ଡୁଙ୍କ ପତ୍ନୀ।ଯେକି ଚିଟଫଣ୍ଡ ମାମଲାରେ ସଂପୃକ୍ତ ଥିଲେ।
ଭୁବନେଶ୍ବରରୁ ତାପସ ପରିଡା, ଇଟିଭି ଭାରତ