ETV Bharat / city

ବଢିଲା ପାର୍ଟ ଟାଇମ୍ ଇନ୍‌ଷ୍ଟ୍ରକ୍ଟରଙ୍କ ମାସିକ ବେତନ

author img

By

Published : May 11, 2022, 7:04 AM IST

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ପାର୍ଟ ଟାଇମ୍ ଇନ୍‌ଷ୍ଟ୍ରକ୍ଟରଙ୍କ ମାସିକ ବେତନ ବୃଦ୍ଧି । ବେତନ ବୃଦ୍ଧି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ

ବଢିଲା ପାର୍ଟ ଟାଇମ୍ ଇନ୍‌ଷ୍ଟ୍ରକ୍ଟରଙ୍କ ମାସିକ ବେତନ
ବଢିଲା ପାର୍ଟ ଟାଇମ୍ ଇନ୍‌ଷ୍ଟ୍ରକ୍ଟରଙ୍କ ମାସିକ ବେତନ

ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ପାର୍ଟ ଟାଇମ୍ ଇନ୍‌ଷ୍ଟ୍ରକ୍ଟରଙ୍କ ମାସିକ ବେତନ ବୃଦ୍ଧି । ବେତନ ବୃଦ୍ଧି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ପାର୍ଟ ଟାଇମ୍ ଇନ୍‌ଷ୍ଟ୍ରକ୍ଟରଙ୍କ ମାସିକ ବେତନ ୫୫୫୫ ଟଙ୍କାରୁ ୭ ହଜାରକୁ ବୃଦ୍ଧି କରାଯାଇଛି । ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଓଡ଼ିଶାରେ ୫୦୫୬ଜଣ ପାର୍ଟ ଟାଇମ୍ ଇନ୍‌ଷ୍ଟ୍ରକ୍ଟର ରହିଛନ୍ତି ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.