ETV Bharat / city

ଆଜି ଓଡ଼ିଶା ବନ୍ଦ ଡାକରା, ଆଇନ ଶୃଙ୍ଖଳା ବଜାୟ ପାଇଁ ସରକାରଙ୍କ ନିର୍ଦ୍ଦେଶ - ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି

ପେଟ୍ରୋଲ, ଡିଜେଲ ସହ ଅନ୍ୟାନ୍ୟ ଆବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ନେଇ ଆଜି(ଗୁରୁବାର) ବିରୋଧୀ ଦଳ 6 ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି । ଅଧିକ ପଢ଼ନ୍ତୁ...

ଆଜି ଓଡ଼ିଶା ବନ୍ଦ ଡାକରା
ଆଜି ଓଡ଼ିଶା ବନ୍ଦ ଡାକରା
author img

By

Published : Jul 14, 2021, 10:02 PM IST

Updated : Jul 15, 2021, 6:17 AM IST

ଭୁବନେଶ୍ବର: ଆଜି ବାମ ଦଳ 6 ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି । ପେଟ୍ରୋଲ, ଡିଜେଲ ସହ ଅନ୍ୟାନ୍ୟ ଆବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ନେଇ ସକାଳ 6 ଟାରୁ ଦିନ 12 ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି । ତେବେ ବନ୍ଦ ପାଳନ ବେଳେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି ।

ଆଜି (ଗୁରୁବାର) ଏନେଇ ସମସ୍ତ ବ୍ୟବସାୟିକ ଅନୁଷ୍ଠାନ, ବଜାର, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ, କୋର୍ଟ, ପେଟ୍ରୋଲ ପମ୍ପ, ବ୍ୟାଙ୍କ ଆଦି ବନ୍ଦ ରହିବ। ଯାନବାହନ ସହ ରେଳ ଚଳାଚଳ ମଧ୍ୟ ବାଧାପ୍ରାପ୍ତ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି । ଏନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ସଚିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Jul 15, 2021, 6:17 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.