ETV Bharat / city

ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପୂଣ୍ୟତିଥି, BJP ପାଳିଲା ବଳିଦାନ ଦିବସ

author img

By

Published : Jun 23, 2022, 7:38 PM IST

ଭୁବନେଶ୍ୱର ଠାରେ ଥିବା ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଭାରତୀୟ ଜନସଂଘର ପ୍ରତିଷ୍ଠାତା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପୂଣ୍ୟତିଥିକୁ ବଳିଦାନ ଦିବସ ରୂପେ ପାଳନ କରିଛି ରାଜ୍ୟ ବିଜେପି । ଅଧିକ ପଢନ୍ତୁ

ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ ଦିବସ ପାଳନ କରିଛି ରାଜ୍ୟ ବିଜେପି

ଭୁବନେଶ୍ବର: ଭାରତୀୟ ଜନସଂଘର ପ୍ରତିଷ୍ଠାତା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପୂଣ୍ୟତିଥିକୁ ବଳିଦାନ ଦିବସ ରୂପେ ପାଳନ କରିଛି ରାଜ୍ୟ ବିଜେପି । ଭୁବନେଶ୍ୱର ଠାରେ ଥିବା ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ତାଙ୍କ ପ୍ରତିମୂର୍ତ୍ତିରେ ଦଳ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି ।

ବିଜେପି ସଭାପତି ସମୀର ମହାନ୍ତିଙ୍କ ସହ ଦଳର ନେତା ଓ କର୍ମକର୍ତ୍ତା ମାନେ ଉପସ୍ଥିତ ରହି ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ଏହାସହ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳ ପକ୍ଷରୁ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଦେବା ସହ ସ୍ମୃତିଚାରଣ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.