ETV Bharat / city

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ - ରାଜ୍ୟ କ୍ୟାବିନେଟ ବୈଠକ

ମଙ୍ଗଳବାର ପୂର୍ବାହ୍ନରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ବିଧାନସଭା ଚାଲିଥିବାରୁ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ମାରିପାରେ ରାଜ୍ୟ କ୍ୟାବିନେଟ । ଅଧିକ ପଢନ୍ତୁ

ଆସନ୍ତାକାଲି ପୂର୍ବାହ୍ନ ୧୦ଟାରେ ରାଜ୍ୟ କ୍ୟାବିନେଟ

author img

By

Published : Jul 18, 2022, 9:34 PM IST

Updated : Jul 19, 2022, 6:27 AM IST

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଆଜି ଅନୁଷ୍ଠିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ବିଧାନସଭା ଚାଲିଥିବାରୁ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ମାରିପାରେ ରାଜ୍ୟ କ୍ୟାବିନେଟ ।

ଲୋକସେବା ଭବନରେ ପୂର୍ବାହ୍ନ ୧୦ଟାରେ କ୍ୟାବିନେଟ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିସି ଯୋଗେ ବୈଠକରେ ଉପସ୍ଥିତ ରହି ଅଧ୍ୟକ୍ଷତା କରିବେ । ମନ୍ତ୍ରୀମାନେ ବିଧାନସଭା କାର୍ଯ୍ୟାଳୟ ଓ ଲୋକସେବା ଭବନରୁ ଉପସ୍ଥିତ ରହିବେ । ବିଧାନସଭା ଚାଲିଥିବା ବେଳେ କ୍ୟାବିନେଟ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିରେ ମୋହର ମାରିବା ନେଇ ଅନୁମାନ କରାଯାଉଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jul 19, 2022, 6:27 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.