ETV Bharat / city

କୋଭିଡ ଯୋଦ୍ଧାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର - କୋଭିଡ ଯୋଦ୍ଧାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର

ରାଜ୍ୟର କୋଭିଡ ଯୋଦ୍ଧାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର । କେବଳ କୋରୋନା ପଜିଟିଭ ରୋଗୀଙ୍କ ଚିକିତ୍ସା ଓ ସେବା କରୁଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ମିଳିବ ଏହି ପ୍ରୋତ୍ସାହନ ରାଶି । ଅଧିକ ପଢନ୍ତୁ...

State government has announced incentives for corona warriors
କୋଭିଡ ଯୋଦ୍ଧାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର
author img

By

Published : Jul 20, 2020, 7:32 PM IST

ଭୁବନେଶ୍ବର: ରାଜ୍ୟର କୋଭିଡ ଯୋଦ୍ଧାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର । କେବଳ କୋରୋନା ପଜିଟିଭ ରୋଗୀଙ୍କ ଚିକିତ୍ସା ଓ ସେବା କରୁଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ମିଳିବ ଏହି ପ୍ରୋତ୍ସାହନ ରାଶି । ଡାକ୍ତର, ପାରାମେଡିକାଲ ଷ୍ଟାପ୍, ନର୍ସ ଓ ଅନ୍ୟ ଚତୁର୍ଥ ଶ୍ରେଣୀ କର୍ମଚାରୀମାନଙ୍କୁ ଦିଆଯିବ ଏହି ରାଶି ।

State government has announced incentives for corona warriors
କୋଭିଡ ଯୋଦ୍ଧାଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ରାଜ୍ୟ ସରକାର

ଡାକ୍ତରଙ୍କୁ ଦୈନିକ ପ୍ରୋତ୍ସାହନ ରାଶି 1000ଟଙ୍କା ଦିଆଯିବ ଏବଂ ନର୍ସ ଓ ଫାର୍ମାସିଷ୍ଟଙ୍କୁ ମିଳିବ ୫୦୦ ଟଙ୍କା । ସେହିପରି ଚତୁର୍ଥ ଶ୍ରେଣୀ କର୍ମଚାରୀମାନଙ୍କୁ ଦୈନିକ ୨୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଘୋଷଣା ହୋଇଛି ।

ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.