ETV Bharat / city

21 ଜିଲ୍ଲାରେ ବଜ୍ରପାତ ସହ ବର୍ଷା

author img

By

Published : Jun 30, 2021, 8:56 PM IST

ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଛି । ଯାହାଫଳରେ ଆସନ୍ତା ୩ ଦିନ ଧରି ରାଜ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଅର୍ଥାତ୍ ଗୁରୁବାର ମଧ୍ୟରେ ୨୧ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବ। ଅଧିକ ପଢନ୍ତୁ...

21 ଜିଲ୍ଲାରେ ବଜ୍ରପାତ ସହ ବର୍ଷା
21 ଜିଲ୍ଲାରେ ବଜ୍ରପାତ ସହ ବର୍ଷା

ଭୁବନେଶ୍ବର: ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଛି । ଯାହାଫଳରେ ଆସନ୍ତା ୩ ଦିନ ଧରି ରାଜ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଅର୍ଥାତ୍ ଗୁରୁବାର ମଧ୍ୟରେ ୨୧ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବ। ଏନେଇ ସ୍ପଷ୍ଟ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

21 ଜିଲ୍ଲାରେ ବଜ୍ରପାତ ସହ ବର୍ଷା

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।

ସେହିପରି ଆସନ୍ତା ଶୁକ୍ରବାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ବୌଦ୍ଧ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୩୮.୦ ଡିଗ୍ରୀ ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.