ଭୁବନେଶ୍ବର: ଓଡିଶା ବିଧାନସଭାର(Odisha Legislative Assembly) ବାଚସ୍ପତି (Speaker) ପଦରୁ ଇସ୍ତଫା ଦେଲେ ସୂର୍ଯ୍ୟ ନାରାୟଣ ପାତ୍ର । ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କୁ ଇସ୍ତଫା ପତ୍ର ଦେଇଥିବା ସୂଚନା । ପରେ ଉପବାଚସ୍ପତି ଇସ୍ତଫା ପତ୍ର ଗ୍ରହଣ କରିଥିବା ସୂଚନା । ୨୦୧୯ ଜୁନ୍ ପହିଲାରୁ ବାଚସ୍ପତି ଥିଲେ ସୂର୍ଯ୍ୟ ନାରାୟଣ ପାତ୍ର । ଖୁବ ଶୀଘ୍ର ରାଜ୍ୟ ମନ୍ତ୍ରୀମଣ୍ଡଳରେ ବଡ ଧରଣର ଅଦଳବଦଳ ହେବାର ସୂଚନା ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ମନ୍ତ୍ରୀମଣ୍ଡଳ ଦିନେ ଦୁଇଦିନ ମଧ୍ୟ ଶପଥ ଗ୍ରହଣ କରିବେ ବୋଲି ମଧ୍ୟ ସୂଚନା ରହିଛି । ନବୀନଙ୍କ କ୍ୟାବିନେଟ୍ରେ ମନ୍ତ୍ରୀ ଥିବା କିଛି ମନ୍ତ୍ରୀଙ୍କୁ ଇସ୍ତଫା ଦେବାପାଇଁ କୁହାଯାଇଥିବା ମଧ୍ୟ ଚର୍ଚ୍ଚା ହେଉଛି ।
ବାଚସ୍ପତି ପଦରୁ ଇସ୍ତଫା ଦେଲେ ସୂର୍ଯ୍ୟ ନାରାୟଣ ପାତ୍ର - ସୂର୍ଯ୍ୟ ନାରାୟଣ ପାତ୍ର ଇସ୍ତଫା
ଓଡିଶା ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଲେ ସୂର୍ଯ୍ୟ ନାରାୟଣ ପାତ୍ର । ୨୦୧୯ ଜୁନ୍ ପହିଲାରୁ ବାଚସ୍ପତି ଥିଲେ ସୂର୍ଯ୍ୟ ନାରାୟଣ ପାତ୍ର । ଅଧିକ ପଢନ୍ତୁ