ETV Bharat / city

ସିଏଏ ସମର୍ଥନରେ ମୋଦିଙ୍କୁ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଧନ୍ୟବାଦ ପୋଷ୍ଟକାର୍ଡ - ସିଏଏ

ପ୍ରତ୍ୟେକ ଜିଲ୍ଲାରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ ସଚେତନତା ରାଲି ଏବଂ ବିଶାଳ ଜନ ସମାବେଶ କରାଯାଉଛି । ଏହାସହ ଏନେଇ ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ ପୋଷ୍ଟକାର୍ଡ ମାଧ୍ୟମରେ ଧନ୍ୟବାଦ ଜଣାଇବେ ବିଜେପି କାର୍ଯ୍ୟକର୍ତ୍ତା । ଅଧିକ ପଢନ୍ତୁ..

post card supporting caa in odisha, thank you post cards from odisha to pm, caa, ଓଡିଶାରେ ସିଏଏ ସମର୍ଥନରେ ପୋଷ୍ଟକାର୍ଡ, ସିଏଏ, ପ୍ରଧାନମନ୍ତ୍ରୀଙ୍କୁ ସିଏଏ ପାଇଁ ଓଡିଶାର ଧନ୍ୟବାଦ ପୋଷ୍ଟକାର୍ଡ
ସିଏଏ ସମର୍ଥନରେ ପ୍ରଧାନମନ୍ତ୍ରୀଙ୍କୁ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଧନ୍ୟବାଦ ପୋଷ୍ଟକାର୍ଡ
author img

By

Published : Feb 6, 2020, 8:33 PM IST

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ ପୋଷ୍ଟକାର୍ଡ ମାଧ୍ୟମରେ ଧନ୍ୟବାଦ ଜଣାଇବେ ବିଜେପି କାର୍ଯ୍ୟକର୍ତ୍ତା । ଏନେଇ ରାଜ୍ୟର 1004 ମଣ୍ଡଳର 37,000 ବୁଥରୁ ସର୍ବନିମ୍ନ 50ଜଣ କାର୍ଯ୍ୟକର୍ତ୍ତା ନାଗରିକତା ସଂଶୋଧନ ଆଇନକୁ ସମର୍ଥନ କରି ପୋଷ୍ଟକାର୍ଡ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବେ ବୋଲି ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ, ପ୍ରତ୍ୟେକ ଜିଲ୍ଲାରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ ସଚେତନତା ରାଲି ଏବଂ ବିଶାଳ ଜନ ସମାବେଶ କରାଯାଉଛି । ନାଗରିକତା ସଂଶୋଧନ ଆଇନକୁ ସମର୍ଥନ କରି ପ୍ରତ୍ୟେକ ସ୍ଥାନରେ ଜନ ଜାଗରଣ କାର୍ଯ୍ୟକ୍ରମ, ଜନସଭା, ସଚେତନତା ସମାବେଶ ଆଦି କରାଯାଉଛି । ଏହାସହ ବିଜେପି କାର୍ଯ୍ୟକର୍ତ୍ତାମାନେ ପ୍ରତ୍ୟେକ ସାଙ୍ଗଠନିକ ଜିଲ୍ଲାରେ ବୁଦ୍ଧିଜୀବୀ ସମ୍ମିଳନୀ, ପଦଯାତ୍ରା ଓ ଘରକୁ ଘର ଯାଇ ସିଏଏ ସଂପର୍କିତ ତଥ୍ୟ ପ୍ରଦାନ କରି ସାଧାରଣ ଲୋକଙ୍କୁ ସଚେତନ କରୁଛନ୍ତି ।

ସମୀର ମହାନ୍ତିଙ୍କ କହିବା ଅନୁଯାୟୀ ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ନିର୍ଯାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁ ବର୍ଗର ଶରଣାର୍ଥୀମାନଙ୍କୁ ନାଗରିକତା ପ୍ରଦାନ କରାଯିବାର ବ୍ୟବସ୍ଥା ଏହି ଆଇନରେ ରହିଛି । କିନ୍ତୁ ବିରୋଧୀ କଂଗ୍ରେସ ସମେତ କିଛି ଆଞ୍ଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ ପୋଷ୍ଟକାର୍ଡ
ମାଧ୍ୟମରେ ବିଜେପି କାର୍ଯ୍ୟକର୍ତାମାନେ ଧନ୍ୟବାଦ ଜଣାଇବେ । ରାଜ୍ୟର ୧୦୦୪ ମଣ୍ଡଳର ୩୭୦୦୦
ବୁଥରୁ ସର୍ବନିମ୍ନ ୫୦ଜଣ କାର୍ଯ୍ୟକର୍ତା ନାଗରିକତା ସଂଶୋଧନ ଆଇନକୁ ସମର୍ଥନ କରି ପୋଷ୍ଟକାର୍ଡ
ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବେ ବୋଲି ରାଜ୍ୟ ସଭାପତି ଶ୍ରୀ ସମୀର
ମହାନ୍ତି ସୂଚନା ଦେଇଛନ୍ତି ।
ଶ୍ରୀ ମହାନ୍ତି କହିଛନ୍ତି ଯେ, ପ୍ରତ୍ୟେକ ଜିଲ୍ଲାରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ
ସଚେତନତା ରାଲି ଏବଂ ବିଶାଳ ଜମସମାବେଶ କରାଯାଉଛି । ନାଗରିକତା ସଂଶୋଧନ ଆଇନକୁ
ସମର୍ଥନ କରି ପ୍ରତ୍ୟେକ ସ୍ଥାନରେ ଜନ ଜାଗରଣ କାର୍ଯ୍ୟକ୍ରମ, ଜନସଭା, ସଚେତନତା ସମାବେଶ ଆଦି
କରାଯାଉଛି । ଏହା ସହ ବିଜେପି କାର୍ଯ୍ୟକର୍ତାମାନେ ପ୍ରତ୍ୟେକ ସାଙ୍ଗଠନିକ ଜିଲ୍ଲାରେ ବୁଦ୍ଧିଜୀବୀ
ସମ୍ମିଳନୀ, ପଦଯାତ୍ରା ସହ ଘରକୁ ଘର ଯାଇ ସିଏଏ ସଂପର୍କିତ ତଥ୍ୟ ପ୍ରଦାନ କରି ସାଧାରଣ ଲୋକଙ୍କୁ
ସଚେତନ କରୁଛନ୍ତି ।
ଶ୍ରୀ ମହାନ୍ତି କହିଛନ୍ତି ଯେ, ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ
ବାଂଲାଦେଶରୁ ଧାର୍ମିକ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁବର୍ଗର
ଶରଣାର୍ଥୀମାନଙ୍କୁ ନାଗରିକତା ପ୍ରଦାନ କରାଯିବାର ବ୍ୟବସ୍ଥା ଏହି ଆଇନରେ ରହିଛି । କିନ୍ତୁ ବିରୋଧୀ
କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି ।Body:KConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.