ETV Bharat / city

ଏବେଠୁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ - ଓଡିଶାରେ ଗ୍ରୀଷ୍ମ ପ୍ରବାହ

ସାରା ରାଜ୍ୟରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିବ । ତାପମାତ୍ରା ୩ ରୁ ୪ ଡିଗ୍ରୀ ବୃଦ୍ଧି ପାଇବା ସହ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ହେବ । ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର କର୍ତ୍ତୃପକ୍ଷ । ଅଧିକ ପଢନ୍ତୁ...

ଏବେଠୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ
ଏବେଠୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ
author img

By

Published : Feb 26, 2021, 8:07 PM IST

ଭୁବନେଶ୍ୱର: ସାରା ରାଜ୍ୟରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିବ । ତାପମାତ୍ରା ୩ ରୁ ୪ ଡିଗ୍ରୀ ବୃଦ୍ଧି ପାଇବା ସହ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ହେବ । ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର କର୍ତ୍ତୃପକ୍ଷ ।

ଏବେଠୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ

୨୦୧୬ ଫେବୃଆରୀ ମାସ ୨୦ ତାରିଖରେ ୪୦.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା, ସେହିପରି ୧୯୬୩ ମସିହା ଫେବୃଆରୀ ୨୩ ତାରିଖରେ ୪୨.୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା । ବିଶେଷ କରି ଫେବୃଆରୀ ମାସରେ ଦିନ ତାପମାତ୍ରା ୩୮ ରୁ ୪୨ ଡିଗ୍ରୀ ମଧ୍ୟରେ ରେକର୍ଡ କରାଯାଇଛି । ଭୁବନେଶ୍ୱରରେ ଆଦ୍ରତା ୫୩ ପାଖାପାଖି ରହୁଛି । ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହ ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୩ ରୁ ୪ଡିଗ୍ରୀ ଅଧିକ ରହିବ । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରହିଛି ।

ଭୁବନେଶ୍ୱରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.