ETV Bharat / city

କଟକରୁ ଭଦ୍ରକ, ପାରାଦୀପ ଓ ପୁରୀକୁ ଗଡିବ ମେମୁ ଟ୍ରେନ

author img

By

Published : Mar 26, 2021, 9:05 PM IST

ପୁରୀ ଓ କଟକ, କଟକ-ଭଦ୍ରକ ଏବଂ କଟକ-ପାରାଦୀପ ମଧ୍ୟରେ ମେମୁ ଟ୍ରେନ୍ ଚଳାଚଳ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଜାରି ହୋଇଛି ସମୟ । ଅଧିକ ପଢନ୍ତୁ...

କଟକରୁ ଭଦ୍ରକ, ପାରାଦୀପ ଓ ପୁରୀକୁ ଚଳାଚଳ କରିବ ମେମୁ ଟ୍ରେନ

ଭୁବନେଶ୍ୱର: ପୁରୀ ଓ କଟକ, କଟକ-ଭଦ୍ରକ ଏବଂ କଟକ-ପାରାଦୀପ ମଧ୍ୟରେ ମେମୁ ଟ୍ରେନ୍ ଚଳାଚଳ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ନିମ୍ନଲିଖିତ ଅନୁଯାୟୀ ନିଷ୍ପତ୍ତି ନିଆଯାଇଛି ।

ପୁରୀ-କଟକ-ପୁରୀ ମେମୁ ଟ୍ରେନ୍ ସେବା

68416 ପୁରୀ-କଟକ MEMU (ମେମୁ ) 12 ଏପ୍ରିଲ, 2021 ଠାରୁ ପୁରୀରୁ ପୂର୍ବାହ୍ନ ୮ ଘଟିକାରେ ଛାଡି କଟକ ଠାରେ ପୂର୍ବାହ୍ନ ୧୦ଘ.୪୫ମି.ରେ ପହଞ୍ଚିବ । 68415 କଟକ-ପୁରୀ ମେମୁ କଟକରୁ 13 ଏପ୍ରିଲ, 2021 ଠାରୁ ଅପରାହ୍ନ ୪ଘ.୫୫ମି.ରେ ଛାଡି ପୁରୀ ଠାରେ ସନ୍ଧ୍ୟା ୭ଘ.୪୫ମି.ରେ ପହଞ୍ଚିବ ।

କଟକ-ଭଦ୍ରକ-କଟକ ମେମୁ ଟ୍ରେନ୍ ସେବା

68424 କଟକ-ଭଦ୍ରକ MEMU 13 ଏପ୍ରିଲ, 2021 ଠାରୁ କଟକରୁ ପୂର୍ବାହ୍ନ ୮ଘ.୪୫ମି.ରେ ଛାଡି ଭଦ୍ରକ ଠାରେ ଅପରାହ୍ନ ୧୨ଘ.୧୦ମି.ରେ ପହଞ୍ଚିବାକୁ ଥିବାବେଳେ 68423 ଭଦ୍ରକ-କଟକ MEMU 13 ଏପ୍ରିଲ, 2021 ଠାରୁ ଅପରାହ୍ନ ୧୨ଘ.୫୦ମି.ରେ ଛାଡି କଟକ ଠାରେ ଅପରାହ୍ନ ୪ଘ.୧୫ମି.ରେ ପହଞ୍ଚିବ ।

ସେହିପରି ଅନ୍ୟ ଏକ ମେମୁ ଟ୍ରେନ 68438 କଟକ-ଭଦ୍ରକ MEMU କଟକରୁ ୧୨ ଏପ୍ରିଲ ୨୦୨୧ ଠାରୁ ପୂର୍ବାହ୍ନ ୧୧ଘ.୫୫ମି.ରେ ଛାଡି ଭଦ୍ରକ ଠାରେ ଅପରାହ୍ନ ୨ଘ.୦୫ମି.ରେ ପହଞ୍ଚିବାକୁ ଥିବାବେଳେ 68437 ଭଦ୍ରକ-କଟକ MEMU ଭଦ୍ରକରୁ ୧୨ ଏପ୍ରିଲ ୨୦୨୧ ଠାରୁ ଅପରାହ୍ନ ୩ଘ.୩୦ମି.ରେ ଛାଡି କଟକ ଠାରେ ସନ୍ଧ୍ୟା ୬ଘ.୩୫ମି.ରେ ପହଞ୍ଚିବ ।

କଟକ-ପାରାଦୀପ-କଟକ ମେମୁ ଟ୍ରେନ୍ ସେବା

68401 କଟକ-ପାରାଦୀପ MEMU କଟକରୁ 12 ଏପ୍ରିଲ, 2021 ଠାରୁ ସନ୍ଧ୍ୟା ୭ ଘଟିକାରେ ଛାଡି ପାରାଦୀପ ଠାରେ ରାତ୍ର ୮ଘ.୫୦ମି.ରେ ପହଞ୍ଚିବାକୁ ଥିବାବେଳେ 68402 ପାରାଦୀପ-କଟକ MEMU ପାରାଦୀପରୁ 13 ଏପ୍ରିଲ, 2021 ଠାରୁ ୬ଘ.୩୦ମି.ରେ ଛାଡି କଟକ ଠାରେ ପୂର୍ବାହ୍ନ ୮ଘ.୨୦ମି.ରେ ପହଞ୍ଚିବ ।

ଭୁବନେଶ୍ୱର-ଜଗଦଳପୁର-ଭୁବନେଶ୍ୱର ବିଶେଷ ଟ୍ରେନ ପରିବର୍ତ୍ତିତ ନମ୍ବର ସହିତ ଚଳାଚଳ କରିବ :-

ଭୁବନେଶ୍ୱର-ଜଗଦଳପୁର-ଭୁବନେଶ୍ୱର ବିଶେଷ ଟ୍ରେନ ଭୁବନେଶ୍ୱରରୁ 20 ଏପ୍ରିଲ ଏବଂ ଜଗଦଳପୁରରୁ 21 ଏପ୍ରିଲ, 2021 ଠାରୁ ପରିବର୍ତ୍ତିତ ଟ୍ରେନ ନମ୍ବର 08445/08446 ଭୁବନେଶ୍ୱର-ଜଗଦଳପୁର-ଭୁବନେଶ୍ୱର ବିଶେଷ ଟ୍ରେନ ଭାବରେ ଚଳାଚଳ କରିବ ।

ଭୁବନେଶ୍ୱରରୁ ବିକାଶ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.