ETV Bharat / city

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଅଧିନସ୍ଥ ନବମ ଏବଂ ଏକାଦଶ ପାଠ୍ୟକ୍ରମ ବନ୍ଦ - ନବମ ଏବଂ ଏକାଦଶ ପାଠ୍ୟଦାନ ବନ୍ଦ

ସାମ୍ପ୍ରତିକ କୋରୋନାର ଦ୍ବିତୀୟ ଲହରୀର ଭୟାବହତାକୁ ଦୃଷ୍ଟିରେ ରଖି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଅଧିନସ୍ଥ ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମ କାର୍ଯ୍ୟକୁ ଆଜିଠାରୁ ବନ୍ଦ କରାଯାଇଛି । ଅଧିକ ପଢନ୍ତୁ...

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଅଧିନସ୍ଥ ନବମ ଏବଂ ଏକାଦଶ ପାଠ୍ୟଦାନ ବନ୍ଦ

author img

By

Published : Apr 9, 2021, 7:14 PM IST

ଭୁବନେଶ୍ବର: ସାମ୍ପ୍ରତିକ କୋରୋନାର ଦ୍ବିତୀୟ ଲହରୀର ଭୟାବହତାକୁ ଦୃଷ୍ଟିରେ ରଖି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଅଧିନସ୍ଥ ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମ କାର୍ଯ୍ୟକୁ ଆଜି ଠାରୁ ବନ୍ଦ କରାଯାଇଛି ।

ନବମ ଏବଂ ଏକାଦଶ ଶ୍ରେଣୀ ପାଠ୍ୟକ୍ରମ କାର୍ଯ୍ୟକୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ କରିବା ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗର ନିଷ୍ପତ୍ତି କ୍ରମେ ବିଭାଗ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.