ଭୁବନେଶ୍ବର: ସରିଲା ସର୍ବଦଳୀୟ ବୈଠକ । ଶୁକ୍ରବାର ୧୧.୩୦ ଯାଏଁ ଗୃହ ମୁଲତବୀ ରଖିଲେ ବାଚସ୍ପତି ।
ଏହାସହ ସରକାରୀ ଦଳ ଆଣିଥିବା ବିଧାୟକ ସୁବାଷ ପାଣିଗ୍ରାହୀଙ୍କ ବିରୋଧରେ ଆସିଥିବା ଅଭିଯୋଗ ସ୍ଵାଧିକାର କମିଟିକୁ ପଠାଗଲା ।
ଏପଟେ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଆଦେଶ କ୍ରମେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଗୃହରେ ବିବୃତି ଓ ଆଭିମୁଖ୍ୟ ରଖିବେ।
ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ