ETV Bharat / city

ଆସନ୍ତା ତିନି ଦିନ ମଧ୍ୟରେ ବଢିବ ତାପମାତ୍ରା - The temperature will rise in the next three days in odisha

ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓଡ଼ିଶା ସହ ବିଭିନ୍ନ ସ୍ଥାନରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ । ଟିଟିଲାଗଡ଼ରେ ସର୍ବାଧିକ ୪୦.୫ଡିଗ୍ରୀ ତାପମାତ୍ରା ରେକର୍ଡ । ଅଧିକ ପଢନ୍ତୁ....

The temperature will rise in the next three days in odisha
ଆସନ୍ତା ତିନି ଦିନ ମଧ୍ୟରେ ବଢିବ ତାପମାତ୍ରା
author img

By

Published : Apr 2, 2020, 11:46 PM IST

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓଡ଼ିଶା ସହ ବିଭିନ୍ନ ସ୍ଥାନରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବ । ଘଡଘଡି ସହ ବର୍ଷା ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

The temperature will rise in the next three days in odisha
ଆସନ୍ତା ତିନି ଦିନ ମଧ୍ୟରେ ବଢିବ ତାପମାତ୍ରା

କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ସୂଚନା ଦେଇଛି ବିଭାଗ ।

ସେହିପରି କୋରାପୁଟ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ । ଆସନ୍ତା 4 ତାରିଖରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଜପତି, କୋରାପୁଟ ଓ ରାୟଗଡା ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବ ।

ଗତ ୨୪ ଘଣ୍ଟାରେ ଟିଟିଲାଗଡ଼ରେ ସର୍ବାଧିକ ୪୦.୫ଡିଗ୍ରୀ ତାପମାତ୍ରା ଥିବା ବେଳେ ଭୁବନେଶ୍ବରରେ ୩୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ତେବେ ଆସନ୍ତା ଦୁଇରୁ ତିନି ଧରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.