ETV Bharat / city

ଆସନ୍ତା 24 ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା - odisha weather

ଆସନ୍ତା ୨୪ ଘଣ୍ଟା ଆର୍ଥାତ ଶନିବାର ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ଅଧିକ ପଢନ୍ତୁ...

ଆସନ୍ତା 24 ଘଣ୍ଟା ମଧ୍ୟରେ କାଳବୈଶାଖି ସମ୍ଭାବନା

author img

By

Published : May 28, 2021, 10:49 PM IST

ଭୁବନେଶ୍ବର: ବଢୁଛି ତାପମାତ୍ରା, ଆଗକୁ ତାପମାତ୍ରା ୨ରୁ ୫ ଡିଗ୍ରୀ ବୃଦ୍ଧି ପାଇବ । ଆସନ୍ତା ୨୪ ଘଣ୍ଟା ଆର୍ଥାତ ଶନିବାର ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ, କଳାହାଣ୍ଡି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୩୧ ତାରିଖରୁ କାଳବୈଶାଖୀ ଜନିତ ବର୍ଷା ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

ଆସନ୍ତା 24 ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା
ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲାର ଲହୁଣୀପଡାରେ ସର୍ବାଧିକ ୨୯.୨ମି.ମି ବର୍ଷା ରେକର୍ଡ ହୋଇଛି । ସେହିପରି କୁଜଙ୍ଗରେ ୨୮.୦ ମି.ମି, ବୋନାଇଗଡ଼ରେ ୨୫.୦ ମି.ମି ବର୍ଷା ରେକର୍ଡ କରାଯାଇଛି । ପାରଳାଖେମୁଣ୍ଡିରେ ତାପମାତ୍ରା ୪୧.୦ ଡିଗ୍ରୀ ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.