ETV Bharat / city

ଆସନ୍ତା 24 ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ଆଶଙ୍କା - bhubaneswar

ରାଜ୍ୟକୁ କାଳବୈଶାଖୀ ଭୟ । ଆସନ୍ତା 24 ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ହେବା ନେଇ ସମ୍ଭାବନା ରହିଛି ।

ଫଟୋ ସୌଜନ୍ୟ- ପ୍ରତିନିଧି, ଭୁବନେଶ୍ବର
author img

By

Published : Jun 10, 2019, 1:10 AM IST

ଭୁବନେଶ୍ବର: ରାଜ୍ୟକୁ କାଳବୈଶାଖୀ ଭୟ । ଆସନ୍ତା 24 ଘଣ୍ଟା ଭିତରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ହେବା ନେଇ ସମ୍ଭାବନା ରହିଛି । ଆଗାମୀ 24 ଘଣ୍ଟା ଭିତରେ ଉତ୍ତର ଓଡ଼ିଶା ସହ ରାଜ୍ୟର 11 ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ସୂଚନା ରହିଛି ।

ଭିଡିଓ ସୌଜନ୍ୟ- ପ୍ରତିନିଧି, ଭୁବନେଶ୍ବର

ସେହି ଜିଲ୍ଲା ଗୁଡିକ ହେଲା ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ବଲାଙ୍ଗୀର, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି , ନବରଙ୍ଗପୁର, ରାୟଗଡା, ମାଲକାନଗିରି ଓ କେରାପୁଟ । ଏହି ସବୁ ଜିଲ୍ଲାରେ ବର୍ଷା ସହ ଘଡଘଡି ହେବାର ମଧ୍ୟ ଆଶଙ୍କା ରହିଛି ।

ସେହିପରି 11 ତାରିଖ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।

ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ଇଟିଭି ଭାରତ

Intro:Body:

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.