ETV Bharat / city

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଝଡବର୍ଷା ସହ କାଳବୈଶାଖୀ ସମ୍ଭାବନା

author img

By

Published : Apr 10, 2020, 11:26 PM IST

ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ରାୟଗଡା, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ଝଡ ବର୍ଷା ସହ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ରାଜ୍ୟରେ କାଳ ବୈଶାଖୀ ସମ୍ଭାବନା
ରାଜ୍ୟରେ କାଳ ବୈଶାଖୀ ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଝଡବର୍ଷା ସହ କାଳବୈଶାଖୀ ସମ୍ଭାବନା । ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ରାୟଗଡା, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ଝଡବର୍ଷା ସହ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି କନ୍ଧମାଳ, ନବରଙ୍ଗପୁର, ସମ୍ବଲପୁର, ଦେଓଗଡ଼ ଓ ଗଞ୍ଜାମ ଜିଲ୍ଲାର ମଧ୍ୟ କିଛି କିଛି ସ୍ଥାନରେ ବିଜୁଳି ସହ ଘଡଘଡି ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟରେ କାଳ ବୈଶାଖୀ ସମ୍ଭାବନା
ରାଜ୍ୟରେ କାଳ ବୈଶାଖୀ ସମ୍ଭାବନା
ରାଜ୍ୟରେ କାଳ ବୈଶାଖୀ ସମ୍ଭାବନା
ରାଜ୍ୟରେ କାଳ ବୈଶାଖୀ ସମ୍ଭାବନା
ରାଜ୍ୟରେ କାଳ ବୈଶାଖୀ ସମ୍ଭାବନା

୧୨ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ଅନୁଗୋଳରେ ସର୍ବାଧିକ ୩୯.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଆଗାମୀ ଦିନରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ ସୂଚନା ଦେଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.